ରାଜଧାନୀରେ ବୁଲୁଛି ବାଘ, ଲାେକେ ଆତଙ୍କିତ
ଭୁବନେଶ୍ବର: ଭୁବନେଶ୍ବର କଲରାପତରିଆ ବାଘ। ଏହାକୁ ନେଇ ବର୍ତ୍ତମାନ ଚାରିଆଡେ ଆତଙ୍କ ଖେଳିଯାଇଛି। ଭୁବନେଶ୍ବରର ଭିଆଇପିମାନେ ଆତଯାତ କରୁଥିବା ଏୟାରପୋର୍ଟ ଅଞ୍ଚଳରେ ଏହି ବାଘ ଅଛି ବୋଲି ବର୍ତ୍ତମାନ ଖୋଜାଖୋଜି ଚାଲିଛି। ସେହି ଭିତରେ ଥିବା ଛୋଟ ଜଙ୍ଗଲ ଭିତରେ ବାଘ ...
