ଘୋଷଣା ହେଲା ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା, କାକଟପୁରରୁ ତୁଷାର, ହିନ୍ଦୋଳରୁ ମହେଶ
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତରଫରୁ ସପ୍ତମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକା ଘୋଷଣା କରିଛନ୍ତି। ସେହି ଅନୁସାରେ ନବୀନ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଉପରେ ଭରସା କରି କାକଟପୁରରୁ ପ୍ରାର୍ଥୀ ...
