• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ତେଜସ୍ୱୀ ଯାଦବ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ମୁକେଶ ସହନୀ ଉପ-ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

by Voice of Victims
October 23, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ତେଜସ୍ୱୀ ଯାଦବ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ମୁକେଶ ସହନୀ ଉପ-ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର: ବିହାରରୁ ଆସିଲା ବଡ଼ ଖବର । ବିରୋଧୀ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ଆରଜେଡି ନେତା ତେଜସ୍ୱୀ ଯାଦବ । ଏନେଇ ମହାମେଣ୍ଟ ତରଫରୁ ଆଜି ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । କଂଗ୍ରେସ ନେତାଙ୍କ ସହ ତମାମ ଆଲୋଚନା ପରେ ମହାମେଣ୍ଟ ତରଫରୁ ପ୍ରେସମିଟ୍ କରି ଏହି ଘୋଷଣା କରାଯାଇଛି । କଂଗ୍ରେସ ନେତା ଅଶୋକ ଗେହଲଟ ଏହି ଘୋଷଣା କରିଛନ୍ତି ।

ଅଶୋକ ଗେହଲଟ କହିଛନ୍ତି, ବିହାରରେ ମହାମେଣ୍ଟ ପୂରାପୂରି ଭାବେ ଏକଜୁଟ୍ ଅଛି । ଏଥିସହିତ ପୂରା ଶକ୍ତି ଲଗାଇ ନିର୍ବାଚନ ଲଢୁଛି । ମୁଖ୍ୟମନ୍ତ୍ରୀ ଚେହେରା ସମ୍ପର୍କରେ ସେ କହିଛନ୍ତି ଯେ, ସମସ୍ତଙ୍କର ରାୟ ନେବା ପରେ ଏହି ନିଷ୍ପତ୍ତି ନିଆଯାଇଛି ଯେ, ତେଜସ୍ୱୀ ଯାଦବ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ହେବେ ।

ଅନ୍ୟପଟେ ଏହା ମଧ୍ୟ କୁହାଯାଇଛି ଯେ, ଯଦି ବିହାରରେ ମହାମେଣ୍ଟ ସରକାର ଗଠନ କରେ  ତେବେ ତେଜସ୍ୱୀ ମୁଖ୍ୟମନ୍ତ୍ରୀ ହେବା ସହିତ ମୁକେଶ ସହନୀ ହେବେ ଉପ-ମୁଖ୍ୟମନ୍ତ୍ରୀ । ତେବେ ଏହି ଘୋଷଣା ଏବେ ବିହାର ରାଜନୀତିକୁ ସରଗରମ କରିଛି । ଆଉ ମହାମେଣ୍ଟକୁ ଏହା ନିର୍ବାଚନରେ କେତେ ଫାଇଦା ଦେଉଛି ତାହା ଉପରେ ସମସ୍ତଙ୍କର ନଜର ରହିଛି ।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In