• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୩ ମୃତ ଓ ୭ ଆହତ

by Voice of Victims
January 17, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୩ ମୃତ ଓ ୭ ଆହତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ସୁଲତାନପୁର ଜିଲ୍ଲାର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି । ଘନ କୁହୁଡ଼ି କାରଣରୁ ଏପରି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତକଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯିବା ସହ ସେମାନଙ୍କ ପରିବାରକୁ ସୂଚନା ଦିଆଯାଇଛି । ଅଭିଯୋଗ ପାଇବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ସୂଚନାନୁଯାୟୀ, ପିକଅପ୍ ଡ୍ରାଇଭର ୧୪ ଜଣ ଶ୍ରମିକଙ୍କୁ ନେଇ ରାୟବରେଲିରୁ ଆଜମଗଡ଼ ଯାତ୍ରା କରୁଥିଲେ । ଅଧା ରାସ୍ତାରେ ଏକ ଅଜଣା ଟ୍ରକ୍ ପିକଅପକୁ ପଛରୁ ଧକ୍କା ଦେଇଥିଲା । ଯାହା ପରେ ଟ୍ରକ୍ ଡ୍ରାଇଭର ଗାଜିପୁର ଆଡ଼କୁ ପଳାଇ ଯାଇଥିଲେ ଏବଂ ପିକଅପ୍‌ଟି MBCB ସହିତ ଧକ୍କା ହୋଇ ଓଲଟି ପଡ଼ିଥିଲା ।  ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା । ଏଥିସହ ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ଦୋସ୍ତପୁର ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା ଏବଂ ପରେ ଆକବରପୁର ଜିଲ୍ଲା ଡାକ୍ତରଖାନାକୁ ରେଫର କରାଯାଇଥିଲା । ପରବର୍ତ୍ତୀ ସମୟରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।

Post Views: 17
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In