• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପେରୁରେ ଭୟଙ୍କର ସଡ଼କ ଦୁର୍ଘଟଣା, ୩୭ ମୃତ ଓ ୧୩ ଆହତ

by Voice of Victims
November 13, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପେରୁରେ ଭୟଙ୍କର ସଡ଼କ ଦୁର୍ଘଟଣା, ୩୭ ମୃତ ଓ ୧୩ ଆହତ

ପେରୁ: ଦକ୍ଷିଣ ପେରୁରେ ବୁଧବାର ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇ ଗଭୀର ଘାଟିକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ଅତି କମରେ ୩୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ବୋଲି କହିଛନ୍ତି ଅଧିକାରୀମାନେ । ଏଥିସହ ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଛି ।

ଆରେକ୍ୱିପା ଅଞ୍ଚଳର ସ୍ୱାସ୍ଥ୍ୟ ପରିଚାଳକ ୱାଲ୍ଟର ଓପୋର୍ଟୋ ସ୍ଥାନୀୟ ରେଡିଓ RPPକୁ କହିଛନ୍ତି ଯେ ବସ୍ ଟି ଏକ ପିକଅପ୍ ଟ୍ରକ୍ ସହିତ ଧକ୍କା ଖାଇ ରାସ୍ତାରୁ ଖସି ଏକ ଖାତକୁ ଖସି ପଡ଼ିଥିଲା । ବସ୍ ଟି ଚାଲା ସହରରୁ ବାହାରି ଆରେକ୍ୱିପା ଅଭିମୁଖେ ଯାଉଥିବା ବେଳେ ଦକ୍ଷିଣ ପେରୁରେ ହଠାତ୍ ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇଥିଲା । ଚାଲା ହେଉଛି ଦକ୍ଷିଣ ପେରୁର ଏକ ଖଣି ଅଞ୍ଚଳ ।

Post Views: 87
Share198Tweet124Send
Voice of Victims

Voice of Victims

Recent Posts

  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା
  • ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In