• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆତଙ୍କବାଦୀ ଆକ୍ରମଣ, ୭ ମୃତ

by Voice of Victims
October 21, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଆତଙ୍କବାଦୀ ଆକ୍ରମଣ, ୭ ମୃତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ପୁଣି ହମଲା କରିଛନ୍ତି ଆତଙ୍କବାଦୀ। ସାଧାରଣ ନାଗରିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୬ ଜଣ ଶ୍ରମିକଙ୍କ ସମେତ ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ଗନ୍ଦେରବାଲ ଜିଲ୍ଲାରେ ଏହି ହମଲା ହୋଇଛି। ସୂଚନା ଅନୁସାରେ, ଗନ୍ଦେରବାଲ ସ୍ଥିତ ସୋନାମାର୍ଗ ଅଞ୍ଚଳରେ ଏକ ଟନ୍ନେଲ କାର୍ୟ୍ୟ ଚାଲିଥିଲା। ଗତକାଲି ସନ୍ଧ୍ୟାରେ ଶ୍ରମିକମାନେ କାର୍ୟ୍ୟରେ ନିୟୋଜିତ ଥିବାବେଳେ ଆଖିବୁଜା ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ। ଏଥିରେ ସାତ ଜଣଙ୍କର ମୃତ୍ୟୁ ହୋଇଛି।ଶ୍ରମିକମାନେ ପ୍ରବାସୀ ହୋଇ ଥିବାବେଳେ ଡାକ୍ତର ଜଣକ ଜମ୍ମୁ-କଶ୍ମୀରର। ହମଲା ପରେ ସୁରକ୍ଷା ବାହିନୀ ଏହି ଅଞ୍ଚଳକୁ ଘେରାବନ୍ଦୀ କରି ଦେଇଛନ୍ତି। ଏଥିସହ ସର୍ଚ୍ଚ ଅପରେସନକୁ କଡ଼ାକଡ଼ି କରିଛନ୍ତି। 

Post Views: 32
Tags: Terrorist attack
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In