• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ

by Voice of Victims
February 12, 2025
in ଦେଶ ବିଦେଶ, ମୁଖ୍ୟ ଖବର
ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣର ଧମକ ମିଳିଛି। ମୁମ୍ବାଇ ପୁଲିସକୁ ପ୍ରଧାନମନ୍ତ୍ରୀଙ୍କ ବିମାନ ଉପରେ ଆତଙ୍କୀ ହମ୍‌ଲା ଆଶଙ୍କା ନେଇ ଏକ ଫୋନ୍‌ କଲ୍‌ ମିଳିଛି। ବୁଧବାର ପୁଲିସ କହିଛି ଯେ, ଫେବୃଆରୀ ୧୧ରେ ମୁମ୍ବଇ ପୁଲିସ କଂଟ୍ରୋଲ ରୁମ୍‌କୁ ଏକ କଲ୍‌ ଆସିଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଚେତାବନୀ ଦିଆଯାଇଛି। ପ୍ରଧାନମନ୍ତ୍ରୀ ଏବେ ସରକାରୀ ବିଦେଶ ଗସ୍ତରେ ଥିବାରୁ ସୂଚନାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପୁଲିସ ଅନ୍ୟ ଏଜେନ୍ସିମାନଙ୍କୁ ସୂଚନା ଦେଇ ତଦନ୍ତ ଆରମ୍ଭ କରିଛି। କଲ୍‌ କରିଥିବା ବ୍ୟକ୍ତିଙ୍କୁ ଚେମ୍ବୁର ଅଞ୍ଚଳରୁ ଗିରଫ କରାଯାଇଛି। ସେ ମାନସିକସ୍ତରରେ ଅସୁସ୍ଥ ଥିବା ଜଣାପଡ଼ିଛି। ଆକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ମୁମ୍ବଇ ପୁଲିସ ଏବଂ ସୁରକ୍ଷା ଏଜେନ୍ସିମାନେ ସତର୍କ ହୋଇଯାଇଛନ୍ତି।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In