• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

 ବଢିବ ଭତ୍ତା ଟଙ୍କା, ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ କରିବେ ଘୋଷଣା

by Voice of Victims
January 6, 2024
in ମୁଖ୍ୟ ଖବର, ରାଜ୍ୟ
 ବଢିବ ଭତ୍ତା ଟଙ୍କା, ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ କରିବେ ଘୋଷଣା

ଭୁବନେଶ୍ବର: ଖୁବ ଶିଘ୍ର ରାଜ୍ୟରେ ବୃଦ୍ଧି ପାଇବ ଭତ୍ତା ଟଙ୍କା। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଘୋଷଣା କରିବେ। ଏ ସଂପର୍କରେ ଜନସଧାରଣଙ୍କୁ ସୂଚନା ଦେଇଛନ୍ତି 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ବାଲେଶ୍ବର ନୀଳଗିରିରେ ଆୟୋଜିତ ଏକ ସଭାରେ ସେ ଏହି ସୂଚନା ପ୍ରଦାନ କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପ୍ରଦାନ କରାଯାଉଛି। ଏଥିରେ ବୟସ ସୀମା 60ରୁ ଉର୍ଦ୍ଧ ରଖାଯାଇଛି। ହେଲେ ବିଧବା ଭତ୍ତା ପାଇଁ କୌଣସି ବୟସ ସୀମା ନାହିଁ। ଏଥିସହିତ ଭିନ୍ନକ୍ଷମମାନଙ୍କୁ ମଧ୍ୟ ଭତ୍ତା ପ୍ରଦାନ କରାଯାଉଛି। ଏହି ଭତ୍ତା ପରିମାଣ ମାଲିକ 500 ଟଙ୍କାରୁ 800 ଟଙ୍କା ପର୍ଯ୍ୟନ୍ତ ରହିଛି। ଏହି ଭତ୍ତା ଟଙ୍କା ବୃଦ୍ଧି ନେଇ ବିଭିନ୍ନ ମହଲରେ ଦାବୀ ହୋଇଆସୁଛି। କାରଣ 500 ଟଙ୍କାରେ ଜଣେ ମାସସାରା ଚଳିବା ସମ୍ଭବ ହେଉ ନାହିଁ। ଏପରିକି 5ଟି ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ମଧ୍ୟ ତାଙ୍କୁ ସବୁ ଜିଲ୍ଲାରୁ ଏହି ଅଭିଯୋଗ ପ୍ରଦାନ କରାଯାଇଛି। ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଖୁବ ଶିଘ୍ର ଭତ୍ତା ବୃଦ୍ଧି ଖବର ଦେବେ ବୋଲି ପାଣ୍ଡିଆନ କହିଛନ୍ତି।

Post Views: 38
Tags: The allowance will be increased
Share200Tweet125Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In