• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁରୀ ଯିବା ରାସ୍ତାରେ ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ, ପଇଡ ବିକ୍ରେତାଙ୍କ ସହ ହେଲେ ସୁଖଦୁଃଖ

by Voice of Victims
October 13, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପୁରୀ ଯିବା ରାସ୍ତାରେ ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ, ପଇଡ ବିକ୍ରେତାଙ୍କ ସହ ହେଲେ ସୁଖଦୁଃଖ

ଭୁବନେଶ୍ବର: ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକିଥିଲେ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ଠାରୁ ପଇଡ କିଣି ପିଇଥିଲେ ।

ଏଥିସହ ତାଙ୍କ ସହିତ ଦୁଃଖସୁଖ ମଧ୍ୟ ହୋଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ଭାବେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଥିଲା ।

Post Views: 85
Share200Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In