• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ନ ଆସିବାକୁ ଅନୁରୋଧ କଲେ

by Voice of Victims
December 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ, ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ନ ଆସିବାକୁ ଅନୁରୋଧ କଲେ

ଭୁବନେଶ୍ୱର :  ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ।  “ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ ।  ନିୟମିତ ଭାବେ ସରକାରୀ କାର୍ଯ୍ୟ ହେବ ।  ତେଣୁ ମୋର କାର୍ଯ୍ୟାଳୟକୁ ନୂଆବର୍ଷର ଅଭିନନ୍ଦନ କିମ୍ବା ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ”  ସରକାରୀ କର୍ମଚାରୀମାନେ ମଧ୍ୟ ଅଫିସ ସମୟରେ ଶୁଭେଚ୍ଛା ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ସାମିଲ ନ ରହି, ଅଫିସ୍ କାର୍ଯ୍ୟ ଉପରେ ଗୁରୁତ୍ୱ ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି ।

ଓଡ଼ିଶାର ଜନସାଧାରଣ ତଥା ମୋର ଶୁଭାକାଂକ୍ଷୀଙ୍କ ସଦିଚ୍ଛା ମୋ ସହିତ ସବୁବେଳେ ରହିଆସିଛି ।  ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ କୃତଜ୍ଞ ବୋଲି କହିଛନ୍ତି ।  ମୋର ସରକାରୀ ବାସଭବନକୁ ଯେଉଁମାନେ ଶୁଭେଚ୍ଛା ଜଣାଇବାକୁ ଆସିବେ ।  ସମସ୍ତଙ୍କୁ ନିବେଦନ, କୌଣସି ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ଆସିବେ ନାହିଁ ।  କେବଳ ଆପଣଙ୍କ ସଦିଚ୍ଛା ଓ ଆଶୀର୍ବାଦ ମୋର ଏକାନ୍ତ କାମ୍ୟ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣ ସମସ୍ତଙ୍କର ମଙ୍ଗଳ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  ।

Post Views: 70
Share199Tweet125Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In