• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

୧୧୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

by Voice of Victims
December 22, 2023
in ମୁଖ୍ୟ ଖବର, ରାଜ୍ୟ
୧୧୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଢେଙ୍କାନାଳର ଯୋରନ୍ଦା ସ୍ଥିତ ମହିମାଗାଦିର ଉନ୍ନତି ପାଇଁ ୧୧୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଭବ୍ୟ ମନ୍ଦିର ସାଙ୍ଗକୁ ପୀଠର ବିଭିନ୍ନ ଉନ୍ନତିକରଣ ପାଇଁ ୧୧୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସ୍ୱତନ୍ତ୍ର ହେଲିକାପ୍ଟର ଯୋଗେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିମାଗାଦି ଯାଇ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନିଷ୍କପଟତା, ସରଳତା ଓ ସ୍ବଚ୍ଛତା ପାଇଁ ଭାରତ ସମେତ ସାରା ବିଶ୍ୱରେ ମହିମା ଧର୍ମ ପ୍ରସିଦ୍ଧି ଲାଭ କରିଛି । ଏଥିପାଇଁ ଭାରତ ବର୍ଷର ଆଧ୍ୟାତ୍ମିକ ମାନଚିତ୍ରରେ ଢେଙ୍କାନାଳର ମହିମାଗାଦି ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ମହିମାଗାଦିରେ ଭବ୍ୟ ମନ୍ଦିର ନିର୍ମାଣ ଓ ବିଭିନ୍ନ ମନ୍ଦିରର ଉନ୍ନତିକରଣ ପାଇଁ ୧୧୨ କୋଟି ଟଙ୍କା ପ୍ରକଳ୍ପ ସମେତ ଓ ରାଜ୍ୟର ମୋଟ୍ ୮୧ଟି ମହିମା ପୀଠ ପାଇଁ ଖର୍ଚ୍ଚ କରାଯିବ ୧୬୦ କୋଟି ଟଙ୍କା । ଆଗାମୀ ୩ ବର୍ଷ ମଧ୍ୟରେ ଏହିସବୁ ପ୍ରକଳ୍ପ ଶେଷ ହେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Post Views: 49
Share202Tweet126Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In