• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବାରବାଟୀରେ ମ୍ୟାଚ୍‌ ଦେଖିବେ ମୁଖ୍ୟମନ୍ତ୍ରୀ

by Voice of Victims
February 9, 2025
in ମୁଖ୍ୟ ଖବର, ରାଜ୍ୟ
ବାରବାଟୀରେ ମ୍ୟାଚ୍‌ ଦେଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁପର ସନଡେ’ରେ ହେବ ସୁପର ଫାଇଟ୍। ରବିବାର ଦିନ ଗୋଟାଏରୁ କମ୍ପିବ କଟକ । ଆଜି ବାରବାଟୀ ଷ୍ଟାଡିୟମ୍‌ କ୍ରିକେଟ୍‌ ମ୍ୟାଚ୍‌ ଦେଖିବେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ  ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରଯାଇଛି।  ମୁଖ୍ୟମନ୍ତ୍ରୀ ଖେଳ ଆରମ୍ଭରୁ ଶେଷ ହେବା ପର୍ୟ୍ୟନ୍ତ  ମ୍ୟାଚ୍‌ ଦେଖିବେ ବୋଲି ପୁଲିସ୍‌ ସୂତ୍ରରୁ ସୂଚନା ମିଳିଛି ।  ଅନ୍ୟପକ୍ଷରେ ମ୍ୟାଚ୍‌ ଦେଖିବାକୁ ରାଜ୍ୟ କ୍ୟାବିନେଟ୍‌ର ପ୍ରାୟ ଅଧିକାଂଶ ମନ୍ତ୍ରୀ, ବିଧାୟକ, ସାଂସଦଙ୍କଠାରୁ ଆରମ୍ଭ କରି ବହୁ ଭିଭିଆଇପି ଆସୁଥିବାରୁ କଟକ-ଭୁବନେଶ୍ୱର ଏନ୍‌ଏଚ୍‌ ସମେତ ବାରଙ୍ଗ- ତ୍ରିଶୁଳିଆ ରାସ୍ତା, ମହାନଦୀ ରିଂ ବନ୍ଧ ଓ  କାଠଯୋଡ଼ି ରିଂ ବନ୍ଧ ରାସ୍ତାରେ ଟ୍ରାଫିକ୍‌ ନିୟନ୍ତ୍ରଣ ଲାଗି ଫୋର୍ସ  ସଂଖ୍ୟା ବଢ଼ାଇ ଦିଆଯାଇଛି ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In