• About Us
  • Contact Us
Wednesday, May 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସୋମବାର ହେବ ଅଭିଯୋଗ ଶୁଣାଣି

by Voice of Victims
August 3, 2024
in ମୁଖ୍ୟ ଖବର, ରାଜ୍ୟ
ସୋମବାର ହେବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ ଘଟିକାରୁ ୧୨ ଘଟିକା ପର୍ୟ୍ୟନ୍ତ ଉକ୍ତ ସ୍ଥାନରେ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ସୂଚନାଯୋଗ୍ୟ, ରଥଯାତ୍ରା ଓ ବିଧାନସଭା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା।

Post Views: 32
Share205Tweet128Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In