• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଟ୍ରେନ ପାଇଖାନାରୁ ଯୁବକଙ୍କ ମୃତଦେହ ଉଦ୍ଧାର

by Voice of Victims
February 10, 2025
in ମୁଖ୍ୟ ଖବର, ରାଜ୍ୟ
ଟ୍ରେନ ପାଇଖାନାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର : ଟ୍ରେନ୍ ଭିତରେ ଡେଡବଡ଼ି ।  ସମ୍ବଲପୁର -ନାନ୍ଦେଡ଼ ଟ୍ରେନର ପାଇଖାନା ଭିତରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।  ଗତକାଲି ରାତି ପ୍ରାୟ ୧୦ ଟାରେ ଟ୍ରେନଟି ୱାସିଂ ଲାଇନକୁ ଆସିଥିଲା । ଭୋର ପ୍ରାୟ ୪ଟା ସମୟରେ ଟ୍ରେନକୁ ସଫା କରୁଥିବା ବେଳେ ଟ୍ରେନର ସାଧାରଣ ଡବା ପାଇଖାନା ଭିତରେ ଏକ ମୃତଦେହ ପଡିଥିବା ଦେଖି କର୍ମଚାରୀ ମାନେ ଆରପିଏଫ କୁ ସୂଚନା ଦେଇଥିଲେ । ଆରପିଏଫ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ତେବେ ମୃତ ଯୁବକ ଜଣକ ପରିଚୟ ମିଳିନାହିଁ । ପ୍ରାଥମିକ ତଦନ୍ତରୁ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ।

Post Views: 65
Share197Tweet123Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In