• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ

by Voice of Victims
July 29, 2024
in ମୁଖ୍ୟ ଖବର, ରାଜ୍ୟ
ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ

ଭୁବନେଶ୍ବର: ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ। ହୀରାକୁଦ ଜଳଭଣ୍ଡାରରେ ଗେଟ୍ ଖୋଲାଯାଉଥିବା ବେଳେ ସେଠାରେ ଜଣେ ବ୍ଲଗର ଡ୍ରୋନ ଉଡାଇଛନ୍ତି। ଡ୍ରୋନ ଉଡାଇବା ସହ ଏହି ଭିଡିଓକୁ ନିଜର ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଏପରିକି ଡ୍ୟାମର ସବୁ ପଟୁ ଭିଜୁଆଲ ନିଆଯାଇ ଏହାକୁ ସୋସିଆଲ ମିଡିଆରେ ସେୟାର କରାଯାଇଛି। ଏହାପରେ ହୀରାକୁଦ ଡ୍ୟାମର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡ୍ୟାମ ଉପର ଭିଜୁଆଲ, ସ୍ପିଲ ୱେ ଭିଜୁଆଲ ଓ ଡ୍ୟାମ ଉପରେ ଥିବା ରାସ୍ତା ଉପରେ ମଧ୍ୟ ଡ୍ରୋନ ଉଡାଯାଇଛି। ମିଷ୍ଟର ଓଡିଆ ବ୍ଲଗର ନାଁରେ ଥିବା ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଭିଡିଓ ଅପଲୋଡ କରାଯାଇଛି। ଯେତେବେଳେ ନିଷିଦ୍ଧାଞ୍ଚଳ ବୋଲି ଗଣମାଧ୍ୟମକୁ ୪ବର୍ଷ ହେବ ସ୍ପିଲ ଓ୍ବେ ଅଂଚଳକୁ ବାରଣ ରହିଛି ସେହି ସମୟରେ ନିଷିଦ୍ଧାଞ୍ଚଳରେ ଡ୍ରୋନ ଉଡାଇଛନ୍ତି ବ୍ଲଗର୍। ଯାହାକୁ ନେଇ ହୀରାକୁଦ ଡ୍ୟାମ୍ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In