• About Us
  • Contact Us
Wednesday, March 18, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ, ଶୁଭ କି ଅଶୁଭ ନେଇ ନାନା ଚର୍ଚ୍ଚା

by Voice of Victims
March 18, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ସମସ୍ୟା
ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ, ଶୁଭ କି ଅଶୁଭ ନେଇ ନାନା ଚର୍ଚ୍ଚା

ପୁରୀ : ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ । ଆଜି ଚୁନେରା ସେବକ ଶ୍ରୀମନ୍ଦିର ପତିତପାବନ ବାନା ପରିଵର୍ତ୍ତନ କରିବା ବେଳେ ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡରେ ବସିଥିବା ଦେଖିବାକୁ ମିଳିଥିଲା ।  କେତେକ ସେବାୟତ ଏହାକୁ ଅଶୁଭ ସଙ୍କେତ ବୋଲି କହିଛନ୍ତି ।  ଅନ୍ୟପଟେ ଏହା ଏକ ସାଧାରଣ କଥା ବୋଲି ଆଉ କିଛି ବ୍ୟକ୍ତବିଶେଷଙ୍କ ମତ ।

ତେବେ ପୂର୍ବରୁ ବାରମ୍ବାର ଶ୍ରୀମନ୍ଦିର ନୀଳଚକ୍ର ଉପରେ ଚିଲ ଉଡିବା,ବସିବା,ମାନସିକ ବାନା ଛିଡିବା ଏବଂ ଶହଶହ ସଂଖ୍ୟାରେ ଚିଲ ଶ୍ରୀମନ୍ଦିର ଚାରିପଟେ ବୁଲିବା ନଜିର୍ ରହିଛି । ଏପରି ଘଟଣା ପ୍ରଥମ ନୁହେଁ । ପୂର୍ବରୁ ଅନେକ ଥର ଚିଲ ବସିଥିବା ଦେଖିବାକୁ ମିଳିଛି  l  କିଛିଦିନ ତଳେ ମଧ୍ୟ ଶ୍ରୀମନ୍ଦିର ପତିତପାବନ ବାନା  ଉପରେ ଏମିତି ଚିଲ ବସିଥିବା ଦେଖିବାକୁ ମିଳିଥିଲା   l ଚିଲ ବସିବାକୁ ନେଇ ଶୁଭ କି ଅଶୁଭ ସଂକେତ ହେବ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି  ।

Post Views: 10
Share1Tweet1Send
Voice of Victims

Voice of Victims

Recent Posts

  • ଆଜି ବନକ ଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ
  • ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ, ଶୁଭ କି ଅଶୁଭ ନେଇ ନାନା ଚର୍ଚ୍ଚା
  • ୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ
  • ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ
  • ପୁରୀ ବାଲାଜୀ ମନ୍ଦିରରେ ମାଗଣା ବ୍ରତୋପନୟନ, 2 ରାଜ୍ୟର 7 ଜଣ ହେଲେ ବ୍ରହ୍ମଚାରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In