• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହଳଦିଆପଦର ବ୍ରିଜ ତିଆରି ବେଳରୁ ଭୁଲ ଅଛି ଡିଜାଇନ: ମନ୍ତ୍ରୀ ବିଭୂତି ଭୂଷଣ ଜେନା

by Voice of Victims
February 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ହଳଦିଆପଦର ବ୍ରିଜ ତିଆରି ବେଳରୁ ଭୁଲ ଅଛି ଡିଜାଇନ: ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଭୁବନେଶ୍ୱର : ହଳିଦିଆପଦର ବ୍ରିଜ ଡିଜାଇନ ହେବ । ହଳଦିଆପଦର ଦୁର୍ଘଟଣା ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ପ୍ରତିକ୍ରିୟା । ସେ କହିଛନ୍ତି, ଏ ଘଟଣା ଏବେର ନୁହେଁ । ଯେଉଁଦିନରୁ ବ୍ରିଜ ତିଆରି ହୋଇଛି, ସେବେଠାରୁ ଡିଜାଇନ ଭୁଲ ଅଛି । ଏହା ଭିତରେ ବହୁତ୍ ଜୀବନ ଅକାରଣରେ ଗଲାଣି । ନିଜର ସ୍ବାର୍ଥ ସାଧନ ପାଇଁ ଯେଉଁ ଭଳି କାମ କରାଯାଇଥିଲା । ସମସ୍ତେ ନିନ୍ଦା ମଧ୍ୟ କରୁଛନ୍ତି । ଆଉ ଆଜି ଯେଉଁମାନେ କହୁଛନ୍ତି, ସେମାନେ ଆଗରୁ କହୁନଥିଲେ ।

ବ୍ରିଜ ପ୍ରସଙ୍ଗରେ ଆଗରୁ ବହୁତ ଥର ସ୍ୱର ଉତ୍ତୋଳନ କରାଯାଇଛି ବୋଲି ପରିବହନ ମନ୍ତ୍ରୀ କହିଛନ୍ତି । କିନ୍ତୁ ଏ ପର୍ଯ୍ୟନ୍ତ ଭୁଲ ହୋଇଥିବା ଡିଜାଇନ୍ ପରିବର୍ତ୍ତନ କରାଯାଇ ନଥିଲା । ହଳଦିଆପଦର ଦୁର୍ଘଟଣା ଏବେ ସମସ୍ତଙ୍କ ଆଖି ଖୋଲିଦେଇଛି । ଆଗକୁ ଡିଜାଇନ ଭଲ ଭାବେ କରାଯିବ । ଜାନୁଆରୀ ୩୧ଦୁର୍ଘଟଣାରେ ୫ ଜଣଙ୍କ ଜୀବନ ଯାଇଥିଲା । ଏହାକୁ ନେଇ ସୁପ୍ରିମକୋର୍ଟ ରୋଡ଼ ସେଫ୍ଟି କମିଟି ରିପୋର୍ଟ ମାଗିଥିଲେ । ଯାହାକୁ ନେଇ ମୁଖ୍ୟ ଶାସନ ସଚିବ ମଧ୍ୟ ଲେଖିଛନ୍ତି । ଏହା ଉପରେ ବିଭାଗୀୟ ଟିମ୍ ସ୍ପଟ୍ ଉପରକୁ ଯାଇ ତଦନ୍ତ କରିଛି । ଯେଉଁ ଗାଡ଼ି ଦୁର୍ଘଟଣା କରିଥିଲା, ତାର ରେଜିଷ୍ଟ୍ରେସନ ବାତିଲ କରାଯାଇଛି । ଡ୍ରାଇଭରକୁ ମଧ୍ୟ ବିଏନଏସ ୧୦୫ରେ ତୁରନ୍ତ ଗିରଫ କରାଯାଇଛି।

Post Views: 24
Share2Tweet1Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In