• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲୋକସଭା ଆସନ ପାଇଁ ଜାରି ହେଲା ବିଜେଡ଼ିର ପ୍ରାର୍ଥୀ ତାଲିକା

by Voice of Victims
March 27, 2024
in ମୁଖ୍ୟ ଖବର, ରାଜ୍ୟ
ଲୋକସଭା ଆସନ ପାଇଁ ଜାରି ହେଲା ବିଜେଡ଼ିର ପ୍ରାର୍ଥୀ ତାଲିକା

ଭୁବନେଶ୍ଵର: ୨୦୨୪ ଲୋକସଭା ନିର୍ବାଚନ ପାଇଁ ସବୁ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେଣୁ ସମସ୍ତ ଦଳ ଏବେ ନିଜ ନିଜର ପ୍ରାର୍ଥୀ ଘୋଷଣା କରିବାରେ ବ୍ୟସ୍ତ ଅଛନ୍ତି। ଏହିକ୍ରମରେ ଓଡିଶାର ବିଜୁ ଜନତା ଦଳ ମଧ୍ୟ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ବିଜେଡ଼ି ସମ୍ବଲପୁର ଆସନ ପାଇଁ ପ୍ରଣବ ପ୍ରକାଶ ଦାସଙ୍କୁ ପ୍ରାର୍ଥୀ କରିଥିବା ବେଳେ ସୁନ୍ଦର ଗଡ ଆସନ ପାଇଁ ଦିଲ୍ଲୀପ ତିର୍କୀଙ୍କୁ ପ୍ରାର୍ଥୀ କରିଛି। ସେହିଭଳି ମୟୂରଭଞ୍ଜରୁ ସୁଦାମ ମାରଣ୍ଡୀ, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁର ଆସନରୁ ପ୍ରଦୀପ ମାଝୀ, ଭୁବନେଶ୍ବର ଆସନ ପାଇଁ ମନ୍ମଥ ରାଉତରାୟଙ୍କୁ ପ୍ରାର୍ଥୀ କରିଛି। ସେହିଭଳି କୋରାପୁଟ ଲୋକସଭା ଆସନ ପାଇଁ କୌଶଲ୍ୟା କୌଶଲ୍ୟା ହିକ୍କକାଙ୍କୁ ଟିକେଟ ମିଳିଥିବା ବେଳେ ଆସ୍କା ଆସନ ପାଇଁ ରଞ୍ଜିତ ସାହୁଙ୍କୁ ବିଜେଡ଼ି ପ୍ରାର୍ଥୀ କରିଛି।

Post Views: 28
Share204Tweet128Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In