• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଘୋଷଣା ହେଲା ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା, କାକଟପୁରରୁ ତୁଷାର, ହିନ୍ଦୋଳରୁ ମହେଶ

by Voice of Victims
April 22, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଘୋଷଣା ହେଲା ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା, କାକଟପୁରରୁ ତୁଷାର, ହିନ୍ଦୋଳରୁ ମହେଶ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତରଫରୁ ସପ୍ତମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକା ଘୋଷଣା କରିଛନ୍ତି। ସେହି ଅନୁସାରେ ନବୀନ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଉପରେ ଭରସା କରି କାକଟପୁରରୁ ପ୍ରାର୍ଥୀ କରିଛନ୍ତିଯ ଏଥର ମାତ୍ର ଛଅଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ସେମାନେ ହେଲେ ହିନ୍ଦୋଳ- ମହେଶ ସାହୁ, ରଘୁନାଥପଲ୍ଲୀ- ଅର୍ଚ୍ଚନା ବେହେରା, ବାଲିକୁଦା ଏରସମା- ସାରଦା ପ୍ରସନ୍ନ ଜେନା, କାକଟପୁର- ତୁଷାରକାନ୍ତି ବେହେରାଳ, ବାଙ୍ଗିରପୋଷି- ରଂଜିତା ମାରାଣ୍ଡି ଓ ବରୀ- ବିଶ୍ବରଂଜନ ମଲ୍ଲିକ। 

Post Views: 27
Tags: The list of BJJ assembly candidates was announcedTushar from Kakatpur
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In