• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମୟୂରଭଞ୍ଜରେ ହୋଇଛି ସର୍ବାଧିକ ମତଦାନ

by Voice of Victims
June 2, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୟୂରଭଞ୍ଜରେ ହୋଇଛି ସର୍ବାଧିକ ମତଦାନ

ଭୁବନେଶ୍ବର: ଗତକାଲି ଶେଷ ହୋଇଛି ଓଡିଶାର ଲୋକସଭା ଓ ବିଧାନସଭା ମତଦାନ। ତେବେ ଓଡିଶାରେ ଶେଷ ପର୍ଯ୍ୟାୟରେ କେତେ ମତଦାନ ହୋଇଛି ତାହାର ହିସାବ ଆଜି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଜାରି କରାଯାଇଛି। ସେହି ଅନୁସାରେ ଗତକାଲି ଓଡିଶାର ମତଦାନ ହାର ଥିଲା ୭୦.୬୭ ପ୍ରତିଶତ। ସେହିପରି ଗତକାଲି ହୋଇଥିବା ଛଅଟି ଲୋକସଭା ଆସନର ହାରକୁ ଲକ୍ଷ୍ୟ କଲେ ମୟୂରଭଞ୍ଜରେ ସର୍ବାଧିକ ଭୋଟ ହୋଇଛି। ସେହିପରି ଦ୍ହିତୀୟରେ ରହିଛି ଜଗତସିଂହପୁର ଲୋକସଭା କ୍ଷେତ୍ର। ତେବେ ଏଥିରେ ପୋଷ୍ଟାଲ ବାଲଟ ହିସାବକୁ ନିଆଯାଇ ନାହିଁ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In