• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବଦଳିପାରେ ‘ମୋ’ ବସ୍‌’ର ନାଁ

by Voice of Victims
July 3, 2024
in ମୁଖ୍ୟ ଖବର, ରାଜ୍ୟ
ବଦଳିପାରେ ‘ମୋ’ ବସ୍‌’ର ନାଁ

ଭୁବନେଶ୍ୱର: ରାଜଧାନୀରେ ଚାଲୁଥିବା ମୋ’ ବସର ନାମ ପରିବର୍ତ୍ତନ ହୋଇ ଆମ ବସ ହୋଇପାରେ। ମୁଁ କିମ୍ୱା ମୋ’ ଶବ୍ଦ ଦ୍ୱାରା କିଛି ହୁଏ ନାହିଁ। ଆମ ସରକାର ଏବଂ ଲୋକଙ୍କ ସରକାର । ତେଣୁ ‘ଆମ ବସ୍‌’ ନାଁ ରହିଲେ ଭଲ ହେବ। ଏଭଳି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।ଆଜି ମାଷ୍ଟରକ୍ୟାଣ୍ଟିନଠାରୁ ମୋ’ ବସ୍‌ରେ ମନ୍ତ୍ରୀ ପ୍ରେସ ଛକ ଯାଏ ଯାତ୍ରା କରିଥିଲେ। ଏହି ସମୟରେ ସେ ଯାତ୍ରୀଙ୍କ ସମେତ ଷ୍ଟାଫଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ ।ଲକ୍ଷ୍ମୀ ବସ୍‌ର ନାମ ଓ ରଙ୍ଗ ବଦଳିବା ପ୍ରସଙ୍ଗରେ ସେ କହିଛନ୍ତି, ପ୍ରଥମେ ‘ମୋ ବସ୍‌’ର ବ୍ୟବସ୍ଥା ବଦଳିବ। ପରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ମୋ’ ବସ୍‌ର ନାମ ଓ ରଙ୍ଗ ବଦଳିବ। ମୋ’ ବସ୍‌ ସେବା ଭଲ ଅଛି। କିନ୍ତୁ ସଂଖ୍ୟା ବଢ଼ାଇବାର ଆବଶ୍ୟକତା ଅଛି। ଯାତ୍ରୀଙ୍କ ଅଧିକ ବସ୍‌ ପାଇଁ ଦାବି କରୁଥିବା ବେଳେ ତାହାକୁ ପୂରଣ କରିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମନ୍ତ୍ରୀ ନରେନ୍ଦ୍ର ମୋଦୀ ୪ଶହ ବିଦ୍ୟୁତ ଚାଳିତ ବସ୍‌ ଓଡିଶାକୁ ଦେଉଛନ୍ତି। ଅତି ଶୀଘ୍ର ତାହା ଓଡ଼ିଶାରେ ପହଞ୍ଚିବ । ସେଥି ମଦ୍ୟରୁ ଭୁବନେଶ୍ୱର ଓ କଟକ ପାଇଁ ଶହେ ଲେଖାଏଁ ବସ୍ ରହିବ । ଅବଶିଷ୍ଟ ବସ୍‌ଗୁଡ଼ିକୁ ଅନ୍ୟାନ୍ୟ ସହର ପାଇଁ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In