• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଘୋଷଣା ହେଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ, ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ

by Voice of Victims
June 11, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଘୋଷଣା ହେଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ, ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତି ନିଆଯାଇଛି। ସେହି ଅନୁସାରେ ମୋହନ ମାଝୀ ହେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ। ଏ ନେଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ଏହି ନିଷ୍ପତି ଗ୍ରହଣ କରାଯାଇଛି। ସେ ହେଉଛନ୍ତି କେନ୍ଦୁଝର ସଦର ବିଧାୟକ। ସେହିପରି ଦୁଇଜଣ ଉପମୁଖ୍ୟମନ୍ତ୍ରୀ ହେବେ । ସେମାନେ ହେଲେ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡା। ଆଜି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥସିଂହ ଏହି ଘୋଷଣା କରିଛନ୍ତି। ଆସନ୍ତାକାଲି ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝି। ଭୁବନେଶ୍ବରର ଜନତା ମଇଦାନରେ ଏହି ଶପଥ ପାଠ ଉତ୍ସବ ଆୟୋଜିତ ହେବ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଏଥିସହିତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦୀର୍ଘଦିନ ଧରି ଚାଲିରହିଛିବା ସସପେନସର ଆଜି ଶେଷ ହୋଇଛି।

Post Views: 117
Tags: The names of the new Odisha Chief Minister
Share211Tweet132Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In