• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜନଧନ ଯୋଜନାର ୧୦ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

by Voice of Victims
August 28, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଜନଧନ ଯୋଜନାର ୧୦ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜନ ଧନ ଯୋଜନାର ଦଶମ ବାର୍ଷିକୀ ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଉପରେ ଏହାର ଗୁରୁତ୍ୱପୂର୍ଣ୍ଣ ପ୍ରଭାବକୁ ପାଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ଯୋଜନାକୁ ସଫଳ କରିଥିବା ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ମୋଦୀ କହିଥିଲେ ଯେ ଜନଧନ ଯୋଜନା ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରୋତ୍ସାହିତ କରିବା ସହ କୋଟି କୋଟି ଲୋକ, ବିଶେଷକରି ମହିଳା, ଯୁବକ ଏବଂ ଅବହେଳିତ ସମ୍ପ୍ରଦାୟକୁ ସମ୍ମାନ ପ୍ରଦାନ କରିବାରେ ସର୍ବୋଚ୍ଚ ଭୂମିକା ଗ୍ରହଣ କରିଛି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

‘‘ ଆଜି ଆମେ ଏକ ଗୁରୁତ୍ୱପୂର୍ଣ୍ଣ ଅବସର ପାଳନ କରୁଛୁ- #10YearsOfJanDhan । ସମସ୍ତ ହିତାଧିକାରୀଙ୍କୁ ଏବଂ ଏହି ଯୋଜନାକୁ ସଫଳ କରିବା ପାଇଁ କାର୍ଯ୍ୟ କରିଥିବା ସମସ୍ତଙ୍କୁ ଅଭିନନ୍ଦନ । ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରୋତ୍ସାହିତ କରିବା ଏବଂ କୋଟି କୋଟି ଲୋକ, ବିଶେଷକରି ମହିଳା, ଯୁବକ ଏବଂ ଅବହେଳିତ ସମ୍ପ୍ରଦାୟକୁ ସମ୍ମାନ ଦେବାରେ ଜନଧନ ଯୋଜନା ସର୍ବାଗ୍ରେ ରହିଛି।

‘‘ଆଜି ଦେଶ ପାଇଁ ଏକ ଐତିହାସିକ ଦିନ, #10YearsOfJanDhan। ଏହି ଅବସରରେ ମୁଁ ସମସ୍ତ ହିତାଧିକାରୀଙ୍କୁ ଶୁଭେଚ୍ଛା ଜଣାଉଛି। ଏହି ଯୋଜନାକୁ ସଫଳ କରିବା ପାଇଁ ଦିନରାତି ପରିଶ୍ରମ କରୁଥିବା ସମସ୍ତଙ୍କୁ ଅନେକ ଅଭିନନ୍ଦନ । କୋଟି କୋଟି ଦେଶବାସୀ, ବିଶେଷ କରି ଗରିବ ଭାଇ ଭଉଣୀମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ସହ ସେମାନଙ୍କୁ ସମ୍ମାନର ସହ ଜୀବନ ଯାପନ କରିବାର ସୁଯୋଗ ଦେବାରେ ଜନଧନ ଯୋଜନା ସଫଳ ହୋଇଛି। “

Post Views: 31
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In