• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦେଶ ବିଭାଜନର ଭୟଙ୍କର ପ୍ରଭାବ ଏବଂ ଯନ୍ତ୍ରଣାକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

by Voice of Victims
August 14, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଦେଶ ବିଭାଜନର ଭୟଙ୍କର ପ୍ରଭାବ ଏବଂ ଯନ୍ତ୍ରଣାକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ବିଭାଜନ ସମୟରେ ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିଭାଜନର ଭୟାବହ ସ୍ମୃତି ଦିବସକୁ ଚିହ୍ନଟ କରି ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ ଅନେକ ଲୋକଙ୍କ ପାଇଁ ବିଭାଜନର ଭୟଙ୍କର ପ୍ରଭାବ ଏବଂ ଯନ୍ତ୍ରଣାକୁ ମନେ ପକାଇଛନ୍ତି। ମାନବିକ ସହନଶୀଳତାର ପ୍ରଶଂସା କରି ଶ୍ରୀ ମୋଦୀ ଦେଶରେ ଏକତା ଏବଂ ଭାଇଚାରା ବନ୍ଧନର ସୁରକ୍ଷା ପାଇଁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ;

“#PartitionHorrorsRemembranceDay ରେ, ଆମେ ଅଗଣିତ ଲୋକଙ୍କୁ ମନେ ପକାଉଛୁ, ଯେଉଁମାନେ ବିଭାଜନର ଭୟାବହତା ହେତୁ ପ୍ରଭାବିତ ହୋଇଥିଲେ ଏବଂ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏହା ମଧ୍ୟ ସେମାନଙ୍କର ସାହସକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର ଦିନ ଅଟେ, ଯାହା ମାନବ ସହନଶୀଳତାର ଶକ୍ତି ବର୍ଣ୍ଣନା କରିଥାଏ। ବିଭାଜନରେ ପ୍ରଭାବିତ ବହୁ ଲୋକ ସେମାନଙ୍କ ଜୀବନକୁ ପୁନଃ ନିର୍ମାଣ କରିଛନ୍ତି ଏବଂ ଅପାର ସଫଳତା ହାସଲ କରିଛନ୍ତି। ଆଜି ଆମେ ମଧ୍ୟ ଆମ ଦେଶରେ ଏକତା ଓ ଭାଇଚାରା ବନ୍ଧନକୁ ରକ୍ଷା କରିବା ପାଇଁ ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ।”

Post Views: 29
Share197Tweet123Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In