• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଇଞ୍ଜିନିୟର୍ସ ଦିବସରେ ଏମ୍‌.ବିଶ୍ୱେଶ୍ୱରାୟଙ୍କ ଅବଦାନକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ 

by Voice of Victims
September 15, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଇଞ୍ଜିନିୟର୍ସ ଦିବସରେ ଏମ୍‌.ବିଶ୍ୱେଶ୍ୱରାୟଙ୍କ ଅବଦାନକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ 

ନୂଆଦିଲ୍ଲୀ: ଇଞ୍ଜିନିୟର୍ସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାର୍ ଏମ୍ ବିଶ୍ୱେଶ୍ୱରାୟଙ୍କ ଅବଦାନକୁ ମନେ ପକାଇଛନ୍ତି। ଏହି ଅବସରରେ ସେ ସମସ୍ତ ଇଞ୍ଜିନିୟର୍‌ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି, “ଇଞ୍ଜିନିୟର୍ସ ଦିବସରେ ସମସ୍ତ ଇଞ୍ଜିନିୟର୍‌ମାନଙ୍କୁ ଶୁଭେଚ୍ଛା, ଯେଉଁମାନେ ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗତି କରୁଛନ୍ତି, ଅଭିନବ ତଥା ଜଟିଳ ଆହ୍ୱାନର ସମାଧାନ କରୁଛନ୍ତି। ସାର୍ ଏମ୍‌. ବିଶ୍ୱେଶ୍ୱରାୟଙ୍କୁ ମନେ ପକାଉଛି, ଯାହାଙ୍କର ଇଞ୍ଜିନିୟରିଂ କ୍ଷେତ୍ରରେ ଅବଦାନ ବେଶ୍ ଜଣାଶୁଣା।”

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In