• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଜମ୍ମୁ ଓ କଶ୍ମୀରର ସରକାରୀ ହିତାଧିକାରୀ ନାଜିମଙ୍କ ସହ ସେଲଫି ଉଠାଇଲେ ପ୍ରଧାନମନ୍ତ୍ରୀ

by Voice of Victims
March 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଜମ୍ମୁ ଓ କଶ୍ମୀରର ସରକାରୀ ହିତାଧିକାରୀ ନାଜିମଙ୍କ ସହ ସେଲଫି ଉଠାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ ଓ କଶ୍ମୀରର ପୁଲଓ୍ଵାମାର ଜଣେ ଉଦ୍ୟୋଗୀ ଏବଂ ସରକାରୀ ହିତାଧିକାରୀ ନାଜିମଙ୍କ ସହ ଏକ ସେଲ୍ଫି ଉଠାଇଛନ୍ତି।ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରି କହିଛନ୍ତି ଯେ, “ମୋର ବନ୍ଧୁ ନାଜିମଙ୍କ ସହ ଏକ ସ୍ମରଣୀୟ ସେଲ୍ଫି। ସେ କରୁଥିବା ଭଲ କାମ ଦେଖି ମୁଁ ପ୍ରଭାବିତ ହୋଇଥିଲି। ସାଧାରଣ ସଭାରେ ସେ ସେଲଫି ନେବାକୁ ଅନୁରୋଧ କରିଥିଲେ ଏବଂ ତାଙ୍କୁ ଭେଟି ଖୁସି ହୋଇଥିଲି। ତାଙ୍କ ଭବିଷ୍ୟତ ପ୍ରୟାସ ପାଇଁ ମୋର ଶୁଭେଚ୍ଛା।

Post Views: 24
Tags: The Prime Minister took a selfie with the government beneficiary of Jammu and Kashmir
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In