• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

by Voice of Victims
November 9, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୧୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନଜାତି ଗୌରବ ଦିବସକୁ ଉଦ୍‌ଘାଟନ କରିବେ ମୋଦୀ। ଏନେଇ ରାଉରକେଲାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ। ଏ ସମ୍ପର୍କରେ ଶନିବାର ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ନାଏକ କହିଛନ୍ତି ଯେ ନଭେମ୍ବର ୧୫ ତାରିଖରେ ପଡ଼ୁଛି ସହିଦ ବିର୍ସା ମୁଣ୍ଡାଙ୍କ ଜନ୍ମତିଥି। ଏହି ଦିନ ଜନଜାତି ଗୌରବ ଦିବସ ପାଳିତ ହେବ। ଏହି ଏକ ବର୍ଷବ୍ୟାପୀ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ। ଏହା ୧୫ରୁ ଆରମ୍ଭ ହୋଇ ଏକ ବର୍ଷ ଯାଏ ଚାଲିବ। ଏଥିସହ ସେ କହିଛନ୍ତି ଯେ ପେଶା ଆଇନ, ଜଙ୍ଗଲ ଅଧିକାର ଆଇନରୁ ଜନଜାତି ଯେଉଁଭଳି ବଞ୍ଚିତ ହେଉଛନ୍ତି, ବିଭିନ୍ନ ସମୟରେ ନିର୍ଯାତିତ ହେଉଛନ୍ତି, ଏହାକୁ ଗୁରୁତ୍ୱର ସହ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶାରେ ଯେଉଁ ୩୩ ରୁ ୩୪ ପ୍ରତିଶତ ଜନଜାତି ଲୋକ ଅଛନ୍ତି, ତାଙ୍କର କିଭଳି ବିକାଶ ହେବ ତାକୁ ନେଇ ମୁଖ୍ୟମନ୍ତ୍ରୀ ମଧ୍ୟ ତତ୍ପର ଅଛନ୍ତି।

Post Views: 33
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In