• About Us
  • Contact Us
Wednesday, July 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୫ ଯାଏ ବଢ଼ିଲା ରାସନ ଇ-କେୱାସି ଅବଧି

by Voice of Victims
January 30, 2025
in ମୁଖ୍ୟ ଖବର, ରାଜ୍ୟ
୧୫ ଯାଏ ବଢ଼ିଲା ରାସନ ଇ-କେୱାସି ଅବଧି

ଭୁବନେଶ୍ୱର:ରାସନ କାର୍ଡ ଇ-କେୱାସି ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି ।  ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଅବଧି ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଥିଲା । କିଛି ଲୋକ ଇ-କେୱାସି କରିନଥିବାରୁ ଏହି ଅବଧି ବୃଦ୍ଧି କରିବାକୁ ଦାବି କରିଥିଲେ । ପ୍ରକାଶ ଯେ  ରାଜ୍ୟରେ ଅଛନ୍ତି ୪୦ ଲକ୍ଷରୁ ଅଧିକ ଅଯୋଗ୍ୟ ଓ ଭୂତ ହିତାଧିକାରୀ। ଏ ନେଇ ସୂଚନା ଦେଇିଥିଲେ ।  ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏଯାବତ୍ ୮୮ ପ୍ରତିଶତ ଲୋକ ଇ-କେଓ୍ବାଇସି  କରିସାରିଲେଣି। ଆହୁରି ୪୦ ଲକ୍ଷ ୪୦ ହଜାର ୮୬୪ ହିତାଧିକାରୀ ଇ-କେଓ୍ବାଇସି କରିନାହାନ୍ତି। ମୋଟ୍ ୩ କୋଟି ୩୫ ଲକ୍ଷ ୫୭୦ରୁ ୨, ୯୫, ୮୯, ୯୧୨ ଲୋକ ଇ-କେଓ୍ବାଇସି କରିଥିବା ନେଇ ମନ୍ତ୍ରୀ ସୂଚନା ଦେଇିଥିଲେ । ।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍ ୨୦୨୬
  • ‘ବନ୍ଦେ ମାତରମ୍’ ଅସମ୍ମାନ କଲେ ତିନି ବର୍ଷ ପର୍ଯ୍ୟନ୍ତ ଜେଲ୍ ଓ ଜରିମନା ହୋଇ ପାରେ
  • ବନ୍ୟା ପାଇଁ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ, ସାପ କାମୁଡା ପାଇଁ ଆଣ୍ଟି ସ୍ନେକ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ
  • ମହାନଦୀରେ ମଧ୍ୟମ ବନ୍ୟା ଆଶଙ୍କା, ନଦୀକୂଳିଆ ଲୋକଙ୍କୁ ସତର୍କ କଲା ପ୍ରଶାସନ
  • ରଣପୁର ପୋଲିସର ବଡ଼ ସଫଳତା: ୫.୫ ଗ୍ରାମ ବ୍ରାଉନ ସୁଗାର ଜବତ, ଜଣେ ଗିରଫ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In