• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାସ୍ତା ବିପର୍ଯ୍ୟସ୍ତ, ଲୋକେ ହନ୍ତସନ୍ତ

by Voice of Victims
July 20, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାସ୍ତା ବିପର୍ଯ୍ୟସ୍ତ, ଲୋକେ ହନ୍ତସନ୍ତ

ସତ୍ୟବାଦୀ (ଦୁର୍ଗେଶ ମିଶ୍ର): ସାକ୍ଷୀଗୋପାଳ ବସଷ୍ଟାଣ୍ଡଠାରୁ ବଡବଜାର ପର୍ଯ୍ୟନ୍ତ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାସ୍ତା ସାରା ଖାଲଢିପ ଭରି ହୋଇ ରହିଥିବାରୁ ଲୋକମାନେ ଯାତାୟତରେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏଠାରେ ରହିଛି ଐତିହାସିକ ଓ ପୁରାଣ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର। ଏହି ମନ୍ଦିରକୁ ଦର୍ଶନ ପାଇଁ ପ୍ରତ୍ୟେକ ଦିନ ଶହ ଶହ ପର୍ଯ୍ୟଟକ ଆସୁଥାଆନ୍ତି। ମାତ୍ର ରାସ୍ତାର ଏଭଳି ଅବସ୍ଥା ଯୋଗୁଁ ଉଭୟ ପର୍ଯ୍ୟଟକ ଓ ସ୍ଥାନୀୟ ଜନସାଧାରଣ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି କରାଯାଇଛି।

Post Views: 39
Tags: The roads are in ruins
Share206Tweet129Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In