• About Us
  • Contact Us
Wednesday, July 16, 2025
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

by Voice of Victims
July 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା । ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଜୀବନ ହାରିବା ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସାମ୍ବାଦିକ ସମ୍ମିଳନୀରେ ମିଳିତ ବିରୋଧୀ ଦଳ ପକ୍ଷରୁ ଏନେଇ ଘୋଷଣା କରାଯାଇଛି ।

ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇ କହିଛନ୍ତି ଯେ, ଏହି ବନ୍ଦ ସମୟରେ ସ୍କୁଲ୍, କଲେଜ, ଦୋକାନ ବଜାର ବନ୍ଦ ରହିବ । କେବଳ ଜରୁରୀ ସେବାକୁ ଛାଡିଲେ ଆଉ ସବୁ ବନ୍ଦ ରହିବ । ଆଜି ସବୁ ସହରରେ କ୍ୟାଣ୍ଡଲ ଲାଇଟ୍ ଜାଳି ଆମର ଆତ୍ମାର ସଦ୍ଗତି କାମନା କରିବେ । ଏଥିରେ ବାମପନ୍ଥୀ ଦଳ ଓ ଏନସିପି ସାମିଲ ହୋଇଛନ୍ତି ।

ସେପଟେ ଏହି ଘଟଣାକୁ ନେଇ ବିଜେପି କହିଛି ତଦନ୍ତ ଠିକ ଭାବେ ଚାଲିଛି । ନ୍ୟାୟ ନିଶ୍ଚିତ ମିଳିବ । ଘଟଣାକୁ ନେଇ ଅଯଥା ରାଜନୀତି କରାନଯାଉ ବୋଲି କହିଛନ୍ତି ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ।

Post Views: 23
Share198Tweet124Send
Voice of Victims

Voice of Victims

Recent Posts

  • ବଢିବ ଅଧିକାରୀ ମାନଙ୍କ ପ୍ରଶାସନିକ ଦକ୍ଷତା, ଫାଇଲ ବିଳମ୍ବ ରୋକିବାକୁ ସରକାରଙ୍କ ପ୍ରୟାସ
  • ଲୋୟର ପିଏମଜିରେ ବ୍ୟାରିକେଟ ଭାଙ୍ଗିଲେ ବିଜେଡି କର୍ମୀ, ପାଣି ପରେ ଟିୟର ଗ୍ୟାସ ମାଡ଼ କଲା ପୋଲିସ
  • କେନ୍ଦ୍ରାପଡ଼ା ଡେରାବିଶରେ ବାର୍ଡ ଫ୍ଲୁ , ଆଜି ସୁଦ୍ଧା ମୋଟ ୨୩୮ଟି କୁକୁଡା ମରିଥିବା ସୂଚନା
  • ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ, ଖବରକୁ ଗୁଜବ ବୋଲି କହିଲେ ଜମ୍ମୁ କଶ୍ମୀର DIPRO
  • ସାପ୍ତାହିକ ପତ୍ରିକା ତେଜସ୍ବିନୀର ଡିଜିଟାଲ ମିଡିଆ ଲୋକାର୍ପଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In