• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର

by Voice of Victims
February 12, 2025
in ମୁଖ୍ୟ ଖବର, ରାଜ୍ୟ
କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । କନିଷ୍ଠ ଶିକ୍ଷକ(ସ୍କେମାଟିକ)ଙ୍କ ଦରମା ବୃଦ୍ଧି କରିଛନ୍ତି ରାଜ୍ୟର ମୋହନ ସରକାର । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି । ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ବର୍ଦ୍ଧିତ ଦରମା ମିଳିବ । ପୂର୍ବରୁ କନିଷ୍ଠ ଶିକ୍ଷକଙ୍କ ଦରମା ୧୧ ହଜାର ଟଙ୍କା ଥିଲା । ଏବେ ରାଜ୍ୟ ସରକାର ଆଉ ୫ ହଜାର ଟଙ୍କା ଦରମା ବୃଦ୍ଧି କରିଛନ୍ତି । ଫଳରେ ସମ୍ପୃକ୍ତ ଶିକ୍ଷକମାନେ ଏବେ ୧୧ ହଜାର ବଦଳରେ ମୋଟ ୧୬ ହଜାର ଟଙ୍କା ଦରମା ପାଇବେ ।ଆଜିଠାରୁ ବର୍ଦ୍ଧିତ ଦରମା ମିଳିବ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି ।  

Post Views: 51
Share199Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In