• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଡିସେମ୍ବର ୧ ତାରିଖରୁ ସଂସଦର ଶୀତ ଅଧିବେଶନ, ୧୯ ଡିସେମ୍ବର ଯାଏଁ ଚାଲିବ

by Voice of Victims
November 8, 2025
in ଦେଶ ବିଦେଶ, ମୁଖ୍ୟ ଖବର
୨୫ରୁ ସଂସଦୀୟ ଶୀତ ଅଧିବେଶନ

ନୂଆଦିଲ୍ଲୀ : ଡିସେମ୍ବର ୧ ତାରିଖରୁ ସଂସଦର ଶୀତ ଅଧିବେଶନ । ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍ଜୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସରକାରଙ୍କ ପ୍ରସ୍ତାବିତ ଅଧିବେଶନ ତାରିଖକୁ ଅନୁମୋଦନ କରିଛନ୍ତି। ଚଳିତ ଅଧିବେଶରେ ବହୁ ଗରୁତ୍ବପୂର୍ଣ୍ଣ ବିଲ ଆସିବ ।

ବିହାର ବିଧାନସଭା ନିର୍ବାଚନ ପରେ ହେବାକୁ ଥିବା ଶୀତ ଅଧିବେଶରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି । ବିଶେଷକରି ଭୋଟ ଚୋରି, ଦରଦାମ ବୃଦ୍ଧି, ବେକାରୀ ସମସ୍ୟା ଓ ବିଦେଶ ନୀତିକୁ ପ୍ରସଙ୍ଗ କରିବେ ବିରୋଧୀ । ଏପଟେ ବିରୋଧୀଙ୍କୁ କାଉଁଟର କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି । ପୂର୍ବରୁ ୨୧ ଜୁଲାଇରୁ ୨୧ ଅଗଷ୍ଟ ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନ ହୋଇଥିଲା । ବିରୋଧୀଙ୍କ ହଙ୍ଗାମା ଯୋଗୁଁ ୩୨ ଦିନରୁ କେବଳ ୨୧ ଦିନ ଗୃହକାର୍ଯ୍ୟ ଚାଲିଥିଲା । ମୌସୁମୀ ଅଧିବେଶନରେ ସଂଦସର ଉଭୟ ଗୃହରେ ୧୫ ବିଲ ପାରିତ ହୋଇଥିଲା । ସଂସଦର ଏହି ଅଧିବେଶନ ଅନ୍ୟ ଅଧିବେଶନ ତୁଳନାରେ କମ୍ ସମୟ ହେବ । ଏହି ଅଧିବେଶନରେ ବିହାର ବିଧାନସଭା ନିର୍ବାଚନର ଫଳାଫଳ ଉପରେ ଆଲୋଚନା ହୋଇପାରେ ।

Post Views: 76
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In