• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟରେ ଅଛନ୍ତି ୫୨୮୪ ଭିକାରୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

by Voice of Victims
February 14, 2025
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ଅଛନ୍ତି ୫୨୮୪ ଭିକାରୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ରାଜ୍ୟରେ ଭିକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଧାନସଭାରେ ଭିକାରୀ ତାଲିକା ଦେଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଓଡିଶାରେ ମୋଟ ୫୨୮୪ ଜଣ ଭିକାରୀ ଅଛନ୍ତି ବୋଲି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ , ରାଜ୍ୟରେ ଏବେ ପାଖାପାଖି ୫ହଜାରୁ ଅଧିକ ଭିକାରୀ ଅଛନ୍ତି । କଟକରେ ସର୍ବାଧିକ ୧୦୬୦ ଭିକାରୀ ଅଛନ୍ତି । ଏହାସହ ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫, ବଲାଙ୍ଗୀରରେ ୪୮୨, ସୁନ୍ଦରଗଡ ରେ ୪୧୭ ଓ ପୁରୀରେ ୩୫୦ ଭିକାରୀ ଅଛନ୍ତି ବୋଲି ତଥ୍ୟ ରଖିଛନ୍ତି ମନ୍ତ୍ରୀ ।  ହେଲେ ରାଜ୍ୟକୁ ଭିକାରୀମୁକ୍ତ କରିବାକୁ ସରକାର ଚଳାଇଛନ୍ତି ଅଭିଯାନ । ରାଜ୍ୟକୁ ଭିକାରୀମୁକ୍ତ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ପୁରୀଠାରେ ନୀଳାଦ୍ରି ନିଳୟ , ଭୁବନେଶ୍ୱରରେ ଏକାମ୍ର ନିଳୟ ଅଭିଯାନ ଜାରି ରହିଛି ।  ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Post Views: 53
Tags: There are 5284 beggars in the state
Share199Tweet125Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In