• About Us
  • Contact Us
Wednesday, May 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୦ ଜିଲ୍ଲାରେ ରହିଛି ମାଓବାଦୀ କାର୍ଯ୍ୟକଳାପ

by Voice of Victims
July 29, 2024
in ମୁଖ୍ୟ ଖବର, ରାଜ୍ୟ
୧୦ ଜିଲ୍ଲାରେ ରହିଛି ମାଓବାଦୀ କାର୍ଯ୍ୟକଳାପ

ଭୁବନେଶ୍ୱର: ରାଜ୍ୟରେ ମାଓବାଦୀଙ୍କ କାର୍ଯ୍ୟକଳାପ କମିଛି। ତେବେ ୧୦ଟି ଜିଲ୍ଲାରେ ରହିଛି । କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା ଓ ନୂଆପଡ଼ାରେ ମାଓବାଦୀଙ୍କ କାର୍ଯ୍ୟକଳାପ ରହିଛି । ତେବେ ନବରଙ୍ଗପୁର, ବଲାଙ୍ଗୀର ଓ ବରଗଡ଼ରେ ମାଓ କାର୍ଯ୍ୟକଳାପ ଆହ୍ୱାନାତ୍ମକ ରହିଛି । ଅନ୍ୟ ଅଞ୍ଚଳରେ ମାଓ କାର୍ଯ୍ୟକଳାପ ନିୟନ୍ତ୍ରଣାଧୀନ ରହିଛି । ଆଜି ବିଧାନସଭାରେ  ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ଅନ୍ୟପକ୍ଷରେ ସୋମବାର ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । ଆଜି ଉଭୟ ବିରୋଧୀ କଂଗ୍ରେସ ଓ ଶାସକ ବିଜେପି ସଦସ୍ୟଙ୍କ ପକ୍ଷରୁ ସ୍ୱାଧୀକାର ନୋଟିସ ଅଣାଯାଇଥିବାବେଳେ ସବୁ ନୋଟିସ ଉପରେ ଆଲୋଚନା କରି କହିବି ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି । ତେବେ ବାଚସ୍ପତିଙ୍କ ବିବୃତ୍ତି ପରେ କଂଗ୍ରେସ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ଗୃହ କାର୍ଯ୍ୟକୁ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।   

Post Views: 61
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In