• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦେବଗଡ଼ ପୌରାଧ୍ୟକ୍ଷା ପଦଚ୍ୟୁତ, ଆଇନ ଉଲ୍ଲଂଘନ କରିଥିବା ନେଇ ଥିଲା ଅଭିଯୋଗ

by Voice of Victims
January 29, 2025
in ମୁଖ୍ୟ ଖବର, ରାଜ୍ୟ
ଦେବଗଡ଼ ପୌରାଧ୍ୟକ୍ଷା ପଦଚ୍ୟୁତ, ଆଇନ ଉଲ୍ଲଂଘନ କରିଥିବା ନେଇ ଥିଲା ଅଭିଯୋଗ

ଭୁବନେଶ୍ବର: ଦେବଗଡ଼ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ ପଦଚ୍ୟୁତ ହୋଇଛନ୍ତି । ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀଙ୍କ ବିରୁଦ୍ଧରେ ବିଭିନ୍ନ ଅନିୟମିତତା ଅଭିଯୋଗ ଥିଲା । ଅଭିଯୋଗ ଆଧାରରେ ରାଜ୍ୟ ସରକାର ଗତ ନଭେମ୍ବର ୧୧ ତାରିଖରେ ତାଙ୍କ ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ ସେନେଇ ନୋଟିସ ଜାରି କରିଥିଲେ । ସେହିପରି ପୌର ପରିଷଦ ଅଧ୍ୟକ୍ଷା ଜାଣିଶୁଣି ନୀତି ନିୟମ ଏବଂ ଆଇନ ଉଲ୍ଲଂଘନ କରିବା ସହ ଗାଇଡଲାଇନକୁ ଅମାନ୍ୟ କରିଥିବା ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟରୁ ରାଜ୍ୟ ସରକାର ଅନୁଭବ କରିଥିଲେ । ଫଳରେ ତାଙ୍କ ବିରୁଦ୍ଧରେ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତାଙ୍କୁ ପଦଚ୍ୟୁତ /ଅପସାରଣ କରାଯାଇଥିବା ଜଣାପଡିଛି ।

Post Views: 51
Tags: There was an allegation regarding the dismissal of the mayor of Devagarh
Share200Tweet125Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In