• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା

by Voice of Victims
October 5, 2024
in ଦେଶ ବିଦେଶ, ରାଜ୍ୟ
ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା

ଭୁବନେଶ୍ବର: ଆଗକୁ ଦଶହରା । ଯାହାକୁ ନେଇ ସବୁଠି ଏବେ ପାର୍ବଣର ମାହୋଲ । ତେବେ ଦଶମୀ ପରେ ହେଉଥିବା ରାବଣପୋଡ଼ିକୁ ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ରାବଣପୋଡ଼ିରେ ବାଣ ପ୍ରତିଯୋଗିତା ହେବନାହିଁ । ସୁରୁଖୁରୁରେ ରାବଣପୋଡ଼ି ନେଇ ହାଇକୋର୍ଟ ଗୁରୁତ୍ୱ ପ୍ରଦାନ କରିଛନ୍ତି । କେବଳ ରଙ୍ଗୀନ ବାଣ ବ୍ୟବହାର ନେଇ ଆଡଭୋକେଟ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଛି । ଏଥିସହ ଆସନ୍ତା ୧୦ ତାରିଖ ସୁଦ୍ଧା ବାଲିଯାତ୍ରା ତଳପଡ଼ିଆରେ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସିଏମସି ଓ ଜିଲ୍ଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ଟ୍ରାଫିକ ପରିଚାଳନା ପାଇଁ ହାଇକୋର୍ଟ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । 

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In