• About Us
  • Contact Us
Sunday, September 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ତାତିରୁ ମିଳିବ ଆଶ୍ୱସ୍ତି, ୯ରୁ ରାଜ୍ୟରେ ବଢ଼ିବ ବର୍ଷା

by Voice of Victims
September 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ୧୦ରେ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା । ନେଇପାରେ ଗଭୀର ଅବପାତର ରୂପ । ୧୩ ଜିଲ୍ଲାରେ ପ୍ରବଳ ବର୍ଷା । ଏବେ ସକାଳ ୮ଟା ପରେ ମାଡ଼ି ଆସୁଛି ଖରା । ୧୦ଟା ବେଳକୁ ଟାଣ ଖରା । ଦେହ ତତାଇ ଦେଉଛି । ଦିନ ଯେତିକି ବଢୁଛି, ଖରା ସେତିକି ବଢ଼ି ଚାଲିଛି । ତାତି ଓ ଗୁଳୁଗୁଳି ନାକେଦମ୍ କରିଛି ।

ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ସର୍ବାଧିକ ୩୭ ଡିଗ୍ରୀ ଛୁଇଁଛି । ଅଧିକାଂଶ ସ୍ଥାନରେ ବାୟୁମଣ୍ଡଳରେ ଅଧିକ ଆର୍ଦ୍ରତା ଯୋଗୁ ଖରାଦିନ ଭଳି ଗରମ ଅନୁଭୂତ ହେଉଛି । ତେବେ ଏଥିରୁ ମିଳିବ ଆଶ୍ବସ୍ତି । ଆସନ୍ତା ୯ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିପାରେ । ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ। ୧୦ ଓ ୧୧ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୧୦ରୁ ବର୍ଷା ବଢ଼ିବ। ପାଣିପାଗ ବିଶେଷଜ୍ଞ ଏଭଳି ଆକଳନ କରିଛନ୍ତି । ୯ ତାରିଖରେ ବାଲେଶ୍ଵର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି ।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ, ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା
  • ବଢ଼ିଲା ଉତ୍ତେଜନା, ଇରାନର କ୍ଷେପଣାସ୍ତ୍ର ମାଡ଼ ପରେ ଆମେରିକାର ପ୍ରତିଆକ୍ରମଣ
  • ଭାରତରେ ଧରାପଡ଼ିଲା ଆମେରିକାର ମୋଷ୍ଟ ୱାଣ୍ଟେଡ୍, ୫ କୋଟିର ଠକେଇ
  • କାର୍ଯ୍ୟରତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ପରିବାରକୁ ମିଳିବ ସହାୟତା ରାଶି
  • ତାତିରୁ ମିଳିବ ଆଶ୍ୱସ୍ତି, ୯ରୁ ରାଜ୍ୟରେ ବଢ଼ିବ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In