• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏଥର ବାଲିଯାତ୍ରାର ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ’, ନଭେମ୍ବର ୫ରୁ ହେବ ଆରମ୍ଭ

by Voice of Victims
September 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଏଥର ବାଲିଯାତ୍ରାର ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ’, ନଭେମ୍ବର ୫ରୁ ହେବ ଆରମ୍ଭ

କଟକ : ବଦଳିଲା ବାଲିଯାତ୍ରାର ନାଁ । ଏଥର ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ ୨୦୨୫’ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା । ଚଳିତ ବର୍ଷ ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଚଳିତ ବର୍ଷର ବାଲିଯାତ୍ରା । କେବଳ ତଳ ପଡ଼ିଆରେ ଆୟୋଜିତ ହେବ ବାଲିଯାତ୍ରା । ଭିଡ ଏବଂ ଟ୍ରାଫିକ ପରିଚାଳନାକୁ ଦୃଷ୍ଟିରେ ରଖି ଉପର ବାଲିଯାତ୍ରା ପଡ଼ିଆରେ ହେବ ନାହିଁ ବାଲିଯାତ୍ରା ।

ସେହିପରି ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲିଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ବିଶେଷ କରି ଟ୍ରାଫିକ, ପାର୍କିଂ ସମ୍ବନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାଂସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ । Society Registration App ରେ ଯିଏ ପଞ୍ଜୀକୃତ ଥିବେ ସେମାନେ ଆବେଦନ କରିପାରିବେ । ପ୍ରତି ଟ୍ରୁପକୁ ୨୦ ମିନିଟ୍ ଦିଆଯିବ ପରିବେଷଣ ପାଇଁ ।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In