• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏଥର ଅଭିଯୋଗ ପ୍ରକୋଷ୍ଠରେ ନୁହେଁ, ଭୁବନେଶ୍ବରର ଆଉ ଏକ ସ୍ଥାନରେ ମୁଖ୍ୟମନ୍ତ୍ରୀ କରିବେ ଜନ ଶୁଣାଣି

by Voice of Victims
May 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା, ସମସ୍ୟା ଅଭିଯୋଗ
ଏଥର ଅଭିଯୋଗ ପ୍ରକୋଷ୍ଠରେ ନୁହେଁ, ଭୁବନେଶ୍ବରର ଆଉ ଏକ ସ୍ଥାନରେ ମୁଖ୍ୟମନ୍ତ୍ରୀ କରିବେ ଜନ ଶୁଣାଣି

ଭୁବନେଶ୍ବର: ଆସନ୍ତା ସୋମବାର ଦିନ ଅଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଗତ କିଛି ସପ୍ତାହ ଭୁବନେଶ୍ବର ବାହାରେ ଏହି ଶୁଣାଣି ହୋଇଆସୁଛି। ହେଲେ ଏଥର ଭୁବନେଶ୍ବରରେ ଜନ ଶୁଣାଣୀ ହେବ ହେଲେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନୁହେଁ। ଏଥର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରର ଅଶୋକ ନଗରରେ ଅଭିଯୋଗ ଶୁଣାଣି କରିବେ।

ଏ ନେଇ ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏଥର ଅଭିଯୋଗ ଅଶୋକ ନଗରରସ୍ଥିତ ୟୁନିଟ 2 ରେ ଥିବା ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରାଯିବ। ଏହା କ୍ୟାପିଟାଲ ନର୍ସିରୀ ନିକଟରେ ଅବସ୍ଥିତ। ଏହି ସ୍ଥାନକୁ ମୁଖ୍ୟମନ୍ତ୍ରୀ ଯାଇ ଲୋକଙ୍କର ଅଭିଯୋଗ ଶୁଣାଣି କରିବେ। ସେଥିପାଇଁ ଅନଲାଇନ ପଞ୍ଜିକରଣ ଆସନ୍ତାକାଲିଠାରୁ ଆରମ୍ଭ ହେବ।

Post Views: 103
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In