• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

by Voice of Victims
June 25, 2024
in ମୁଖ୍ୟ ଖବର, ରାଜ୍ୟ
ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ଭୁବନେଶ୍ବର: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ ନୀତି ତ୍ୱରାନ୍ବିତ କରିବାକୁ ହେଲେ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି ହୋଇଛି । ଏହାସହ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଏପରି ବଡ଼ ନିଷ୍ପତ୍ତି ନିଆଯାଇଛି। ସେହିପରି ପହଣ୍ଡି ବିଜେ ଦର୍ଶନ ଲାଗି ମଧ୍ୟ ଟିକେଟ ମିଳିବ ନାହିଁ। ଏଥର ପଟି ଦିଅଁଙ୍କଠାରୁ ଆଜ୍ଞାମାଳ ବିଜେ ହୋଇ ସାରିବା ପରେ ରଥଟଣା ଆରମ୍ଭ ହେବ। ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି।

Post Views: 35
Share199Tweet125Send
Voice of Victims

Voice of Victims

Recent Posts

  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
  • ଆଜି ଅଶୋକାଷ୍ଟମୀ, ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ
  • ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ, ଛାରଖାର ହୋଇଗଲା ମହୋତ୍ସବ ଲାଗି ପଡ଼ିଥିବା ଷ୍ଟଲ୍
  • ଘଡଘଡି , ବିଜୁଳି ସାଙ୍ଗକୁ କୁଆପଥର ବର୍ଷା
  • କଳସଯାତ୍ରା ରୁ ଆରମ୍ଭ ହେଲା ଶ୍ରୀରାମ ନବମୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In