• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସୁଭଦ୍ରା ଯୋଜନାରେ ଯେଉଁମାନେ ଟଙ୍କା ପାଇନାହାନ୍ତି, ସେମାନେ ବ୍ୟାଙ୍କକୁ ଯାଆନ୍ତୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

by Voice of Victims
January 28, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସୁଭଦ୍ରା ଯୋଜନାରେ ଯେଉଁମାନେ ଟଙ୍କା ପାଇନାହାନ୍ତି, ସେମାନେ ବ୍ୟାଙ୍କକୁ ଯାଆନ୍ତୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ଭୁବନେଶ୍ବର: ସୁଭଦ୍ରା ଯୋଜନାର ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ପାଇବାକୁ ବଞ୍ଚିତ ହୋଇଛନ୍ତି ସେମାନଙ୍କ ପାଇଁ ବଡ ଖବର। ଏହିମାନେ ବ୍ୟାଙ୍କ ସହିତ ଯୋଗାଯୋଗ କରି ଏନପିସିଆଇ କରନ୍ତୁ। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଯେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଦୁଇଦିନ ପାଇଁ ଏହି ସୁଭଦ୍ରା କାର୍ଯ୍ୟ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥା ନିମନ୍ତେ କୁହାଯାଇଛି। ସେଥିପାଇଁ ଆସନ୍ତା ୨୯ ଓ ୩୦ ତାରିଖ ଦୁଇଦିନ ସ୍ବତନ୍ତ୍ର ଡେସ୍କ କରି ହିତାଧିକାରୀଙ୍କ ଏନପିସିଆଇ କରିବାକୁ କୁହାଯାଇଛି। ଏହି ଏନପିସିଆଇ ପାଇଁ ନିଜେ ହିତାଧିକାରୀ ବ୍ୟାଙ୍କ ଯାଇ ଏହି କାର୍ଯ୍ୟ କରିବାକୁ ପଡିବ। ସେମାନେ କେଓ୍ବାଇସି କରିଥିଲେ ମଧ୍ୟ ଏନପିସିଆଇ ଲିଙ୍କ ନ ଥିବାରୁ ସେମାନଙ୍କ ନିକଟକୁ ଟଙ୍କା ଯାଇପାରିବ ନାହିଁ। ଏହି ଦୁଇଦିନ ପାଇଁ ବ୍ୟାଙ୍କ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି। ସେମାନେ ସ୍ବତନ୍ତ୍ର ଡେସ୍କ କରି ସେଠାରେ ସୁଭଦ୍ରା ବ୍ୟାନରେ ଲଗାଇବା ପାଇଁ ଅନୁରୋଧ କରାଯାଇଛି। ସେହି ଡେସ୍କକୁ ଯାଇ ହିତାଧିକାରୀମାନେ ତୁରନ୍ତ ଏହି ଲିଙ୍କ କରାନ୍ତୁ ବୋଲି କୁହାଯାଇଛି।

Post Views: 81
Share203Tweet127Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In