• About Us
  • Contact Us
Thursday, May 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ

by Voice of Victims
August 8, 2024
in ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ

ଭୁବନେଶ୍ବର: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ ମଧ୍ୟରେ ଦୁଇ ଦେଶର ସୀମାର ଅନେକ ସ୍ଥାନରେ ଅନେକ ଅନୁପ୍ରବେଶ ରୋକିଲାଣି ସେନା। ଏହି କ୍ରମରେ ଓଡ଼ିଶାରେ ବିଶାଳ ସମୁଦ୍ର ତଟ ରହିଛି। ବୋଟ୍‌ ଯୋଗେ ବାଂଲାଦେଶୀମାନେ ଆସିବା ସମ୍ଭାବନା ଥିବାରୁ ପୋଲିସ ସତର୍କ ହୋଇଯାଇଛି। ଏଥିପାଇଁ ପାଟ୍ରୋଲିଂ ବଢ଼ାଇବାକୁ ୧୮ଟି ସାମୁଦ୍ରିକ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ାକୁ ବିଶେଷ ଭାବେ ଆଲର୍ଟ କରାଯାଇଛି। ସମୁଦ୍ରରେ ୫ ନଟିକାଲ ମାଇଲ୍‌ ପର୍ଯ୍ୟନ୍ତ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ବେଳେ ସବୁ ସାମୁଦ୍ରିକ ଥାନାକୁ ଅଧିକ ଷ୍ଟାଫ୍‌ ଓ ସହଯୋଗ ଯୋଗାଇ ଦିଆଯାଇଛି। ଏଥିପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ହୋଇଥିବା ବେଳେ କଡ଼ା ନଜର ରଖାଯାଇଛି ବୋଲି ଡିଜିପି ଅରୁଣ ଷଡ଼ଙ୍ଗୀ କହିଛନ୍ତି।

Post Views: 69
Share197Tweet123Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In