• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୋସିଆଲ ମିଡିଆରେ ଶ୍ରୀମନ୍ଦିରକୁ ନେଇ ଧମକପୂର୍ଣ୍ଣ ମେସେଜ୍, ସାଧାରଣରେ ଭୟର ବାତାବରଣ

by Voice of Victims
January 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ, ସେବକ ବେଶରେ ଗର୍ଭଗୃହରେ ପଶିଲେ ଭକ୍ତ

ପୁରୀ : ସୋସିଆଲ ମିଡିଆରେ ଧମକପୂର୍ଣ୍ଣ  ମେସେଜ୍ ।  ଜୁଲି ରାନୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ  ମେସେଜ୍ ରହିଥିବା ଦେଖିବାକୁ ମିଳିଛି ।  ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡିବ ।  ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟାଇବୁ ଏବଂ ଖୁବଶୀଘ୍ର ପୁରୀ ରାଜ୍ୟସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ ହେବ ବୋଲି ଆଇଡିରେ ଲେଖାହୋଇଛି ।

ତେବେ ଜୁଲୀ ରାନୀ ପଣ୍ଡା କିଏ ଓ ସେ ଏଭଳି କାହିଁକି ପୋଷ୍ଟ କରିଛନ୍ତି ନା ଏହା ଏକ ଫେକ୍ ଆକାଉଣ୍ଟ, ତାହା ତଦନ୍ତ ସାପେକ୍ଷ ବୋଲି ମତ ପ୍ରକାଶ ପାଇଛି ।  ପୂର୍ବରୁ ଶ୍ରୀମନ୍ଦିରକୁ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ଥିବା ଗୁଇନ୍ଦା ବିଭାଗ ତରଫରୁ ସ୍ପଷ୍ଟ ହୋଇଥିବା ବେଳେ ଏହି ଧମକପୂର୍ଣ୍ଣ ମେସେଜ୍ କୁ ନେଇ ସାଧାରଣରେ ଭୟର ବାତାବରଣ ଦେଖାଦେଇଛି । ଏହାର ତଦନ୍ତ ଜାରି ରହିଛି ।

Post Views: 36
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In