• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସିଂହଦ୍ୱାରରେ ପହଚିଂଲା ତିନି ରଥ: ଲକ୍ଷ୍ମୀ ନାରାୟଣ ଭେଟ ପରେ ବାହୁଡିଲେ ମହାବାହୁ

by Voice of Victims
July 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସିଂହଦ୍ୱାରରେ ପହଚିଂଲା ତିନି ରଥ: ଲକ୍ଷ୍ମୀ ନାରାୟଣ ଭେଟ ପରେ ବାହୁଡିଲେ ମହାବାହୁ

ରଣପୁର, ୭/୭ (ଆପ୍ର) : ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ରଣପୁର ରଥଯାତ୍ରାରେ ଆଜି ଲକ୍ଷ୍ମୀନାରାୟଣ ଭେଟ ସମ୍ପନ ହେବା ସହ ତିନି ରଥ ସିଂହ ଦ୍ୱାର ନିକଟରେ ପହଞ୍ଚିଛି । ବାହୁଡା ଦିନ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ନିକଟରେ ପହଚିଂଥିବାବେଳେ ମା ସୁଭଦ୍ରାଙ୍କ ଦେବିଦଳନ ରଥ ଓ ମହାବାହୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ଅଟକି ରହିଥିଲା I ପବିତ୍ର ବଡ ଏକାଦଶୀରେ ରଥଟଣା ବନ୍ଦ ରହିଥିବା ବେଳେ , ପଚୁଂଦୋଳ ପଡ଼ିଆଠାରେ ଓଡିଶାର ପ୍ରତିଷ୍ଟିତ କଣ୍ଠ ଶିଳ୍ପିମାନଙ୍କୁ ନେଇ ଏକ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା I

ଆଜି ରଣପୁରରେ ଅପରାହ୍ନ ୨ଟାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥକୁ ମହିଳ ମାନେ ଟାଣି ଥିଲେ। ପରେ ଜଗନ୍ନାଥଙ୍କ ନନ୍ଦିଘୋଷ ଟଣାଯାଇଥିଲା। ଅପରାହ୍ନ ୫ ଟାରେ ନନ୍ଦିଘୋଷ ଦୋଳମଣ୍ଡପ ନିକଟରେ ଆସି ପହଚିଂଥିଲା I ପରେ ଏକ ସୁସଜ୍ଜିତ ବିମାନରେ ମନ୍ଦିରରୁ ମା ମହାଲକ୍ଷ୍ମୀ ଯାଇ ଜଗନ୍ନାଥଙ୍କ ରଥ ସମ୍ମୁଖରେ ପହଚିଂଥିଲେ I ରଥ ଚାରିପଟେ ନିରୀକ୍ଷଣ କଲାପରେ ସେଠାରେ ଆଳତି ଅନୁଷ୍ଠିତ ହୋଇଥିଲା I ପରେ ଜଗନ୍ନାଥଙ୍କଠାରୁ ଆଜ୍ଞାମାଳ ପାଇ ମା ମହାଲକ୍ଷ୍ମୀ ଶ୍ରୀମନ୍ଦିରକୁ ଗମନ କରିଥିଲେ।

ଲକ୍ଷ୍ମୀ ନାରାୟଣଙ୍କର ଏହି ଭେଟ ନିତି ଦେଖିବା ପାଇଁ ହଜାର ହଜାର ଭକ୍ତଙ୍କ ସମାଗମ ହେବାସହ ହରିବୋଲ ହୁଳହୁଳିରେ ଏକ ଭକ୍ତି ମୟ ପରିବେଷ ସୃଷ୍ଟି ହୋଇଥିଲା I ମହାଲକ୍ଷ୍ମୀ ମନ୍ଦିର ଆସି ଚାହାଣୀ ମଣ୍ଡପରେ ଉପସ୍ଥିତ ହୋଇଥିଲେ। ସେଠାରେ ଆଳତି ସମାପନ ପରେ ନନ୍ଦିଘୋଷ ସିଂହଦ୍ଵାର ନିକଟରେ ସନ୍ଧ୍ୟା ୫ ଘଟିକା ୩୦ ମିନିଟରେ ଲାଗିଥିଲା I ମଙ୍ଗଳବାର ଅଧର ପଣା ନିତି ସଂମ୍ପନ୍ନ ପରେ ସକାଳ ୧୦ ଘଟିକା ସମୟରେ ତିନି ଠାକୁରଙ୍କୁ ନିଳାଦ୍ରି ବିଜେ କରାଯିବ ବୋଲି ମନ୍ଦିର ପ୍ରଶାସନ ଠାରୁ ଜଣାଯାଇଛି

Post Views: 460
Share202Tweet127Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In