• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କେନ୍ଦୁଝର ଯୋଡା ନିକଟରେ ସଡକ ଦୁର୍ଘଟଣାରେ ତିନି ମୃତ୍ୟୁ, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Voice of Victims
April 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଅଦିନିଆ ବର୍ଷାକୁ ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କଲେ ସରକାର: ୬.୬୬ ଲକ୍ଷ ଚାଷୀଙ୍କୁ ଏସଡ଼ିଆରଏଫରୁ ୨୯୧.୫୯ କୋଟିର ଇନ୍‌ପୁଟ୍ ସବ୍‌ସିଡ୍‌

କେନ୍ଦୁଝର: ଯୋଡ଼ା ନିକଟରେ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁସାରେ ଯୋଡ଼ା ସହରର ଫ୍ଲାଏଓଭର ନିକଟରେ ଗତକାଲି ରାତି ପ୍ରାୟ ୯ଟା ବେଳେ ଏକ ଅଜଣା ଦ୍ରୁତଗାଡ଼ିର ଶିକାର ହୋଇଛନ୍ତି ୬ଜଣ ବାଇକ୍‌ ଆରୋହୀ। ଅଜଣା ଗାଡ଼ି ଧକ୍କା ଦେବାରୁ ଦୁଇଟି ବାଇକ୍‌ରେ ବସିଥିବା ୬ଜଣଙ୍କ ମଧ୍ୟରୁ ୩ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩ଜଣଙ୍କର ଅବସ୍ଥା ଗୁରୁତ୍ୱର ଅଛି। ସେମାନଙ୍କର ଚିକିତ୍ସା ଚାଲିଛି।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In