• About Us
  • Contact Us
Monday, November 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ୩ ଜଣ ବରିଷ୍ଠ ଆଇପିଏସଙ୍କୁ ମିଳିଲା ନୂଆ ନିଯୁକ୍ତି

by Voice of Victims
April 5, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ୩ ଜଣ ବରିଷ୍ଠ ଆଇପିଏସଙ୍କୁ ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ବର: ଓଡ଼ିଶାର ୩ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ପ୍ରଦାନ କରାଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି। ଚଳିତ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସେମାନେ ଏହି ଦାୟିତ୍ଵରେ ରହିବେ। ଯେଉଁମାନଙ୍କୁ ନୂଆ ଦାୟିତ୍ବ ମିଳିଛି ସେମାନେ ହେଲେ କଟକର ଡିସିପି ଭାବେ ପ୍ରକାଶ ଆରଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ବ୍ରିଜେଶ କୁମାର ରାୟ ରାଉରକେଲାର ଏସପି ହୋଇଥିବାବେଳେ ଉମାଶଙ୍କର ଦାଶଙ୍କୁ ଅନୁଗୁଳ ଜିଲ୍ଲାର ଏସପି ଭାବେ ଦାୟିତ୍ୱ ଦିଆଯାଇଛି। କିଛିଦିନ ପୂର୍ବେ ଓଡ଼ିଶାର ଜଣେ ଆଇଜି, ୨ ଜଣ ଜିଲ୍ଲାପାଳ ଓ ୫ ଜଣ ଏସପିଙ୍କୁ ଦାୟିତ୍ୱରୁ ତୁରନ୍ତ ହଟେଇବା ଲାଗି ନିର୍ଦ୍ଦେଶ ଦେଇଥିଲେ ଭାରତୀୟ ନିର୍ବାଚନ ଆୟୋଗ। ଏହାପରେ ଏହି ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ବିଦେଶ ଗସ୍ତ ଅଭିଯୋଗକୁ ଖଣ୍ଡନ କଲେ ନବୀନ ପଟ୍ଟନାୟକ
  • ଏସିଏଫ୍ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା: ଚାକିରିରୁ ନିଲମ୍ବିତ ହେଲେ ବିଦ୍ୟାଭାରତୀ ପଣ୍ଡା
  • କାଲିଠୁ ଐତିହାସିକ ବାଲିଯାତ୍ରା, ପ୍ରଥମ ଥର ପାଇଁ ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ଆହାର କେନ୍ଦ୍ର ଉଦଘାଟନରେ ରାସ୍ତା ଓ ଗୃହନିର୍ମାଣ ବିଭାଗୀୟ ଭୁଲକୁ ନେଇ ତାତି, ବର୍ଷିଲେ ଜିଲ୍ଲା ପରିଷଦ ସଭ୍ୟ
  • ରୋଟାରୀ କ୍ଲବ କଟକ କ୍ୟାଣ୍ଟନମେଣ୍ଟ ପକ୍ଷରୁ ଆଧ୍ୟାତ୍ମିକ ଆଲୋଚନା- ‘ଜଗନ୍ନାଥ କଥାମୃତ’

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In