• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ବାଲୁକା କଳା ମାଧ୍ୟମରେ ଯୁବ ମତଦାତାଙ୍କୁ ମତାଧିକାର ସାବ୍ୟସ୍ତ ଲାଗି ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ

by Voice of Victims
March 9, 2024
in ରାଜ୍ୟ
ବାଲୁକା କଳା ମାଧ୍ୟମରେ ଯୁବ ମତଦାତାଙ୍କୁ ମତାଧିକାର ସାବ୍ୟସ୍ତ ଲାଗି ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ବର: ପ୍ରଥମ ଥର ପାଇଁ ମତଦାତା ତାଲିକାରେ ସ୍ଥାନ ପାଇଥିବା ଯୁବ ମତଦାତାଙ୍କୁ ମତଦାନର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବା ଲାଗି ଆଗେଇ ଆସିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହ୍ବାନ କରିଛନ୍ତି। ଏଥି ନିମନ୍ତେ ଦେଶ ବ୍ୟାପୀ “ମେରା ପେହଲା ଭୋଟ୍ ଦେଶ କେ ଲିୟେ” (ମୋର ପ୍ରଥମ ଭୋଟ୍ ଦେଶ ପାଇଁ) ଅଭିଯାନ ଚାଲିଛି। ଅଭିଯାନରେ ବିଭିନ୍ନ ବର୍ଗର ଜନସାଧାରଣ ସାମିଲ ହୋଇ ଯୁବ ମତଦାତାମାନଙ୍କୁ ଆଗାମୀ ସାଧାରଣ ନିର୍ବାଚନରେ ବହୁ ସଂଖ୍ୟାରେ ମତଦାନ କରିବା ଲାଗି ଆଗେଇ ଆସିବାକୁ ସଚେତନ କରୁଛନ୍ତି। ଏହି କ୍ରମରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳାକୃତି ଗଢ଼ିଛନ୍ତି। ନିଜର କଳାକୃତି ମାଧ୍ୟମରେ ସେ ଯୁବ ତଥା ପ୍ରଥମ ଥର ପାଇଁ ମତଦାତା ହୋଇଥିବା ନାଗରିକମାନଙ୍କୁ ବହୁସଂଖ୍ୟାରେ ମତଦାନ କରିବା ପାଇଁ ବାର୍ତ୍ତା ଦେଇଛନ୍ତି। ସୂଚନାଯୋଗ୍ୟ ଦେଶର ବିଭିନ୍ନ ଉଚ୍ଚ ଶିକ୍ଷାନୁଷ୍ଠାନରେ ମଧ୍ୟ “ମେରା ପେହଲା ଭୋଟ୍ ଦେଶ କେ ଲିୟେ” ଅଭିଯାନ କାର୍ଯ୍ୟକାରୀ ହେଉଛି।

Post Views: 28
Tags: Through sand art
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In