• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଳଦ ଖାଇଦେବାରୁ ବାଘକୁ ମାରିଦେଲେ, ଘଟଣାସ୍ଥଳରେ RCCF, DFO

by Voice of Victims
December 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବଳଦ ଖାଇଦେବାରୁ ବାଘକୁ ମାରିଦେଲେ, ଘଟଣାସ୍ଥଳରେ RCCF, DFO

ବଣାଇ : ବଳଦ ଖାଇଦେବାରୁ ବାଘକୁ ବିଷ । କଲରାପତରିଆକୁ ବିଷ ଦେଇ ମାରିଦେଲେ । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ତାମରା ରେଞ୍ଜର କୁସୁମଡ଼ିହି ସେକ୍ସନର ଖେସାରା ଜଙ୍ଗଲରୁ ବାଘର ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ RCCF, DFO ଓ ଅନ୍ୟ ଟିମ୍ ପହଞ୍ଚି ତଦନ୍ତ ଚଳାଇଛନ୍ତି । ମୃତ ବଳଦ ଉପରେ ବିଷ ଦେଇ ବାଘକୁ ମାରି ଦେଇଥିବା ସୂଚନା ରହିଛି । କିଛି ଦିନ ତଳେ ଏକ ବଳଦକୁ ବାଘ ମାରି ଦେଇଥିଲା । ସେହି ବଳଦ ଉପରେ ଲୋକେ ବିଷ ଦେଇ ଜଙ୍ଗଲରେ ଛାଡ଼ି ଦେଇଥିଲେ ।

ଘଟଣାସ୍ଥଳରେ RCCF, DFO ଓ ଅନ୍ୟ ଅଧିକାରୀ ପହଞ୍ଚି ମୃତ ବାଘର ବ୍ୟବଚ୍ଛେଦ ପରେ ବିଷ ଯୋଗୁଁ ବାଘର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏନେଇ ବିଭାଗୀୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In