• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କାମାକ୍ଷାନଗରରେ ବାଘ ଆତଙ୍କ, ଗାଈ ପରେ ଷଣ୍ଢକୁ ଘୋଷାଡ଼ି ମାରିଦେଲା

by Voice of Victims
October 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କାମାକ୍ଷାନଗରରେ ବାଘ ଆତଙ୍କ, ଗାଈ ପରେ ଷଣ୍ଢକୁ ଘୋଷାଡ଼ି ମାରିଦେଲା

କାମାକ୍ଷାନଗର: କାମାକ୍ଷାନଗରରେ ବାଘ ଆତଙ୍କ । ଗାଈ ପରେ ଷଣ୍ଢକୁ ଘୋଷାଡ଼ି ମାରିଦେଲା  । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରେ ଗାଈ ଉପରେ ଆକ୍ରମଣ ପରେ ବାଘ ଆତଙ୍କ ସୃଷ୍ଟି କରିଛି । କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କନ୍ତାରିପାଟ ଗାଁ ଜଙ୍ଗଲରେ ବାଘଟି ଗୋଟିଏ ଷଣ୍ଢ ଉପରେ ଆକ୍ରମଣ କରି ମାରି ଦେଇଛି ।  ବନ ବିଭାଗ ବାଘ ଟିକୁ କାବୁ କରିବାରେ ସକ୍ଷମ ହୋଇ ପାରିନାହିଁ ।

ପୂର୍ବରୁ ବାଘକୁ କାମାକ୍ଷାନଗର ସହର ଠାରୁ ମାତ୍ର ୪ କିଲୋମିଟର ଦୂରରେ ଦେଖିବାକୁ ମିଳିଛି । କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତାର ଭାଲୁମୁଣ୍ଡା ନିକଟରେ ବାଘକୁ ଦେଖିଥିଲେ ଲୋକ। ବନ ବିଭାଗକୁ ଖବର ଦେଇଥିଲେ ।  ବନ ବିଭାଗ କର୍ମଚାରୀ ପହଞ୍ଚି ବାଘର ପାଦ ଚିହ୍ନ ମାପିଥିଲେ । ବାଘର ଗତିବିଧି ଯୋଗୁଁ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇ ପଡ଼ିଛନ୍ତି। ବନବିଭାଗ ତୁରନ୍ତ ବାଘକୁ କାବୁ କରିବାକୁ ଦାବି ହୋଇଛି ।

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In