• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆଜି ରସଗୋଲା ଦିବସ, ମା ଲକ୍ଷ୍ମୀଙ୍କ ମାନଭଂଜନ କରିବେ ପ୍ରଭୃ ଶ୍ରୀଜଗନ୍ନାଥ

by Voice of Victims
July 19, 2024
in ମୁଖ୍ୟ ଖବର, ରାଜ୍ୟ
ଆଜି ରସଗୋଲା ଦିବସ, ମା ଲକ୍ଷ୍ମୀଙ୍କ ମାନଭଂଜନ କରିବେ ପ୍ରଭୃ ଶ୍ରୀଜଗନ୍ନାଥ

ଭୁବନେଶ୍ବର: ଆଜି ହେଉଛି ରସଗୋଲା ଦିବସ। ଏହି ଦିବସଟି ମିଠା ବ୍ୟବସାୟୀଙ୍କ ପାଇଁ ଯେତିକି ଗୁରୁତ୍ବ, ଜଗନ୍ନାଥ ପ୍ରେମୀଙ୍କ ପାଇଁ ସେତିକି ଗୁରୁତ୍ବ। କାରଣ ଆଜି  ମା ଲକ୍ଷ୍ମୀଙ୍କ ମାନଭଂଜନ ପାଇଁ ତାଙ୍କୁ ପ୍ରଭୁ ଶ୍ରୀ ଜଗନ୍ନାଥ ରସଗୋଲା ପ୍ରଦାନ କରିବେ। ଏହି ପରଂପରା କାହିଁ କେଉଁ କାଳରୁ ଜଗନ୍ନାଥ ସଂସ୍କୃତିରେ ପ୍ରଚଳିତ ହୋଇ ଆସୁଛି। ପ୍ରତି ବର୍ଷ ପ୍ରଭୁଙ୍କ ନୀଳାଦ୍ରୀବିଜେ ବେଳେ ଏହି ପର୍ବ ପାଳିତ ହୋଇଥାଏ। ପରଂପରା ଅନୁସାରେ ପ୍ରତିବର୍ଷ ରଥଯାତ୍ରାରେ ତିନିଠାକୁର ଶ୍ରୀମନ୍ଦିର ପରିତ୍ୟାଗ କରି ଗୁଣ୍ଡିଚା ମନ୍ଦିର ଆସିଥାନ୍ତି। ଏହି ସମୟରେ ମା ଲକ୍ଷ୍ମୀଙ୍କୁ ଜଗନ୍ନାଥ ସାଥୀରେ ଆଣନ୍ତି ନାହିଁ। ଫଳରେ ମା ଲକ୍ଷ୍ମୀ ରାଗିଯାଇ ପ୍ରଭୃଙ୍କ ରଥକୁ ଭାଙ୍ଗି ଦିଅନ୍ତି। ମା ଙ୍କ ଏପରି ରାଗ ଦେଖି ପ୍ରଭୁ ମନ୍ଦିର ପ୍ରତ୍ୟାବର୍ତ୍ତନ ବେଳେ ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ତାଙ୍କ ରାଗକୁ ଶାନ୍ତ କରାନ୍ତି।

Post Views: 27
Tags: Today is Rasgola Day
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In